ସାମ୍‌ସଙ୍ଗ୍‌ର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୬।୧: ସାମ୍‌ସଙ୍ଗ୍‌ର ନୂତନ ଉତ୍ପାଦ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ସିଇଏସ୍‌ ୨୦୨୩ ପୂର୍ବରୁ ଏହାର ନୂଆ ନିଓ କ୍ୟୁଏଲ୍‌ଇଡି, ମାଇକ୍ରୋ ଏଲ୍‌ଇଡି ଓ ସାମ୍‌ସଙ୍ଗ୍‌ ଓ ଏଲ୍‌ଇଡି ଶୃଙ୍ଖଳା ସମେତ ନୂଆ ଲାଇଫ୍‌ଷ୍ଟାଇଲ୍‌ ପ୍ରଡକ୍ଟ ଓ ଆସେସୋରିଜ୍‌ର ଉନ୍ମୋଚନ କରାଯାଇଛି। ବର୍ଦ୍ଧିତ କନେକ୍ଟିଭିଟି ଓ ପର୍ସନାଲାଇଜ୍‌ଡ ଉପଭୋକ୍ତା ଅନୁଭୂତି ଉପରେ ଧ୍ୟାନ ସହ ଚଳିତ ବର୍ଷର ଶୃଙ୍ଖଳାରେ ଅତ୍ୟାଧୁନିକ, ଅଭିନବ ଉପତ୍ାଦ ସାମିଲ ରହିଛି। ସେହିଭଳି ଚଳିତ ବର୍ଷ ସାମ୍‌ସଙ୍ଗ୍‌ ନିଜର ସ୍ମାର୍ଟ ହୋମ୍‌ ପ୍ଲାଟ୍‌ଫର୍ମ ସ୍ମାର୍ଟଥିଙ୍ଗସ୍‌ ମାଧ୍ୟମରେ ଏହାର ସମଗ୍ର ଇକୋସିଷ୍ଟମରେ ବାଧାହୀନ ମଲ୍ଟି-ଡିଭାଇସ୍‌ ଇଣ୍ଟିଗ୍ରେଶନ ସହିତ ଉପଭୋକ୍ତାଙ୍କ ଦୈନନ୍ଦିନ ଜୀବନକୁ ସରଳ କରିବା ପାଇଁ ଏହାର ସର୍ବଦା ବିକଶିତ ଯାତ୍ରାକୁ ଆଉ ପାଦେ ଆଗକୁ ବଢ଼ାଇଛି। ସାମ୍‌ସଙ୍ଗ୍‌ର ନୂଆ ସୁଟ୍‌ର ନିଓ କ୍ୟୁଏଲ୍‌ଇଡି ୮କେ ଓ ୪କେ ଟେଲିଭିଜନ ଉପଭୋକ୍ତାଙ୍କ ଆବଶ୍ୟକତା ଅନୁରୂପ ପ୍ରିମିୟମ ବିକଳ୍ପ ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

ସଂସ୍କାର ଆଣି ଲୋକଙ୍କ ଜୀବନକୁ ସହଜ କର, ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୨।୫(ପି.ଟି.): ଜନସାଧାରଣଙ୍କ ଜୀବନକୁ ଆରାମଦାୟକ କରିବା ପାଇଁ ପରବର୍ତ୍ତୀ ପିଢ଼ିର ସଂସ୍କାରମୂଳକ ପଦକ୍ଷେପ ନେବାକୁ ଗୁରୁବାର ମନ୍ତ୍ରୀ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri