ଫୋକସ୍‌ଡ ଇକ୍ୱିଟି ଫଣ୍ଡର ଶୁଭାରମ୍ଭ

ନୂଆଦିଲ୍ଲୀ,୧।୬: ଆଇଟିଆଇ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ଫୋକସ୍‌ଡ ଇକ୍ୱିଟି ଫଣ୍ଡ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏପରିକି ଉକ୍ତ ଫଣ୍ଡ ସବ୍‌ସ୍କ୍ରିପ୍‌ସନ ନିମନ୍ତେ ଉନ୍ମୁକ୍ତ ହୋଇସାରିଛି। ଉଲ୍ଲେଖଯୋଗ୍ୟ, ଉକ୍ତ ଫଣ୍ଡ ୨୦୨୩ ଜୁନ୍‌ ୧୨ରେ ଆନୁଷ୍ଠାନିକ ଭାବେ ବନ୍ଦ ହେବ। ବିଶେଷକରି ଉପରୋକ୍ତ ଫଣ୍ଡ ଏକ କେନ୍ଦ୍ରୀଭୂତ ପୋର୍ଟଫୋଲିଓ ଯାହା ବହୁବିଧ ମାର୍କେଟ କ୍ୟାପିଟାଲାଇଜେଶନରେ ନିବେଶ କରୁଛି। ଏହାର ସର୍ବନିମ୍ନ ଆବେଦନ ପରିମାଣ ୫୦୦୦ ଟଙ୍କା ଏବଂ ତତ୍‌ପରେ ୧ଟଙ୍କାର ଗୁଣିତକରେ ଗଣନା କରାଯାଇପାରିବ। ଏହି ଫଣ୍ଡ ମୁଖ୍ୟତଃ ବିବିଧ ମାର୍କେଟ କ୍ୟାପିଟାଲାଇଜେଶନର ୩୦ କମ୍ପାନୀରେ ଇକ୍ୱିଟି ଓ ଇକ୍ୱିଟି ସମ୍ପର୍କିତ ପ୍ରତିଭୂତିରେ ନିବେଶ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ,…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ)…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

ଗାଁରେ ଚାଞ୍ଚଲ୍ୟ: ଘରେ ଆତ୍ମହତ୍ୟା କଲେ ନାବାଳିକା, ପୋଲିସ ପହଞ୍ଚି…

ଗୁଣପୁର,୧୦।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହରର ପୁରୁଣା ଗୁଣପୁର ଉପର ସଉରା ସାହିରେ ଜଣେ ୧୪ ବର୍ଷୀୟା ନାବାଳିକା ଘରେ ଆତ୍ମହତ୍ୟା କରିଥିବା ଘଟଣା ଘଟିଛି।…

ଘର ତାଲା ଭାଙ୍ଗି ଚୋରି: ୩୦ ଭରି ସୁନା ଅଳଙ୍କାର, ୮ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ….

ଦିଗପହଣ୍ଡି,୧୦|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧ ନଂ ୱାର୍ଡ ରାଜପୁର ରୋଡରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାସ୍କର ସାହୁଙ୍କ ଘର ସମ୍ମୁଖ କବାଟ…

କୂଳ ଲଙ୍ଘୁଛି ଆର୍ଯ୍ୟପଲ୍ଲୀ ସମୁଦ୍ର: ବଢୁଛି ଲୋକଙ୍କ ମଧ୍ୟରେ ଭୟ, ବର୍ଷାରେ ଉପଜିଲାପାଳ…

ଛତ୍ରପୁର,୧୦।୮ (ଦିଲ୍ଲୀପସାମଲ /ଦ୍ୱାରିକା ପଟ୍ଟନାୟକ ): ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘିବା ଯୋଗୁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri