ହରେକୃଷ୍ଣ ରେଷ୍ଟୁରାଣ୍ଟର ଶୁଭାରମ୍ଭ

ଭୁବନେଶ୍ୱର,୨୬।୮:ସ୍ମାର୍ଟ ସିଟି ଭୁବନେଶ୍ୱରକୁ ପ୍ରତିଦିନ ହଜାର ହଜାର ଲୋକ ବିଭିନ୍ନ କାମରେ ଆସୁଛନ୍ତି। ହେଲେ ସ୍ମାର୍ଟ ସିଟିରେ ସୁଷମ, ସ୍ବାସ୍ଥ୍ୟକର ଏବଂ ସ୍ବାଦିଷ୍ଟ ନିରାମିଷ ଭୋଜନ ମିଳିବା କଷ୍ଟକର ହୋଇପଡ଼ିଥାଏ। ଏହାକୁ ନଜରରେ ରଖି ଭୁବନେଶ୍ୱରର ପ୍ରମୁଖ ନିରାମିଷ ହୋଟେଲ ହରେକୃଷ୍ଣ ରେଷ୍ଟୁରାଣ୍ଟର ୨ୟ ଶାଖା ଗୁରୁବାର ସ୍ଥାନୀୟ ଆଇଡି ମାକେର୍ଟ ନିକଟସ୍ଥ ନୟାପଲ୍ଲୀ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଉତ୍ତର ବିଧାୟକ ସୁଶାନ୍ତ ରାଉତ ଏବଂ ପୂର୍ବତନ ଏମ୍‌ପି ପ୍ରସନ୍ନ ପାଟଶାଣୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦାସ ପରିବାରର ସଦସ୍ୟ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ରେଷ୍ଟୁରାଣ୍ଟର ନିର୍ଦ୍ଦେଶକ ବନମାଳୀ ଦାଶ କହିଛନ୍ତି, ଆମେ ସବୁବେଳେ ଗ୍ରାହକଙ୍କୁ ସ୍ବାଦିଷ୍ଟ ଶାକାହାରୀ ଖାଦ୍ୟ ସାମଗ୍ରୀ ଏକ ସୁସ୍ଥ ପରିବେଶରେ ଯୋଗାଇ ଦେଇଥାଉ। ଆଗାମୀ ଦିନରେ ମଧ୍ୟ ଉକ୍ତ ଧାରା ଜାରି ରହିବ ବୋଲି ସେ ମତବ୍ୟକ୍ତ କରିଛନ୍ତି। ଉଲ୍ଲେଖଯୋଗ୍ୟ , ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନଠାରେ ଏହାର ପ୍ରଥମ ରେଷ୍ଟୁରାଣ୍ଟ ଦୀର୍ଘ ବର୍ଷ ହେବ ଗ୍ରାହକଙ୍କୁ ସ୍ବାଦିଷ୍ଟ ଭୋଜନ ଯୋଗାଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri