ଆଇ-ଫାଇନାନ୍ସର ଶୁଭାରମ୍ଭ

ଭୁବନେଶ୍ୱର,୧୬।୧୦: ଆଇସିଆଇସିଆଇ ବ୍ୟାଙ୍କର ନୂତନ ଉତ୍ପାଦ ‘ଆଇ-ଫାଇନାନ୍ସ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଏହା ଜରିଆରେ ଗ୍ରାହକମାନେ ସଞ୍ଚୟ ଓ ଚଳନ୍ତି ଖାତାକୁ ଗୋଟିଏ ସ୍ଥାନରେ ଏକସଙ୍ଗେ ଦେଖିବାର ସୁଯୋଗ ପାଇବେ। ଏପରିକି ଉକ୍ତ ସୁବିଧାକୁ ଅନ୍ୟ ବ୍ୟାଙ୍କର ଗ୍ରାହକମାନେ ମଧ୍ୟ ହାସଲ କରିପାରିବେ। ସେହିଭଳି ବ୍ୟାଙ୍କର ଡିଜିଟାଲ୍‌ ପ୍ଲାଟଫର୍ମ ଆଇ-ମୋବାଇଲ୍‌ ପେ’ ଆପ୍‌, ରିଟେଲ ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ୍‌, କର୍ପୋରେଟ୍‌ ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ ଓ ଇନଷ୍ଟାବିଜ୍‌ ଭଳି ଆକାଉଣ୍ଟ୍‌ ଏଗ୍ରିଗେଟର ବ୍ୟବସ୍ଥା ଜରିଆରେ ସେମାନେ ଏହାର ଲାଭ ପାଇପାରିବେ।

ସମସ୍ତ ଆକାଉଣ୍ଟ୍‌ର ଏକକ ଡ୍ୟାସ୍‌ବୋର୍ଡ ଭାବେ ଆଇ ଫାଇନାନ୍ସ କାର୍ଯ୍ୟ କରିବ। ଏପରିକି ଗ୍ରାହକମାନେ ଖାତା ବାଲାନ୍ସ ଯାଞ୍ଚ କରିପାରିବେ, ବ୍ୟୟ ଢାଞ୍ଚା ଉପରେ ମୂଲ୍ୟବାନ ସୂଚନା ହାସଲ କରିପାରିବେ ଏବଂ ଖାତା ଷ୍ଟେଟମେଣ୍ଟ୍‌ ଡାଉନ୍‌ଲୋଡ୍‌ କରିବା ଭଳି ବହୁ ସୁବିଧା ମଧ୍ୟ ପାଇପାରିବେ। ଏହି ଡ୍ୟାସ୍‌ବୋର୍ଡ ଗ୍ରାହକଙ୍କୁ ଉଲ୍ଲେଖନୀୟ ସୁବିଧା ପ୍ରଦାନ କରିବ ଏବଂ ବ୍ୟୟ ଉପରେ ଉତ୍ତମ ନିୟନ୍ତ୍ରଣ ପ୍ରଦାନ କରିବା ସହ ସେମାନେ ନିଜ ଫାଇନାନ୍ସକୁ ନିରବଚ୍ଛିନ୍ନ ଢଙ୍ଗରେ ପରିଚାଳନା କରିପାରିବେ।

ଏ ସମ୍ପର୍କରେ ଆଇସିଆଇସିଆଇ ବ୍ୟାଙ୍କର ଡିଜିଟାଲ୍‌ ବ୍ୟାଙ୍କିଙ୍ଗ୍‌ ମୁଖ୍ୟ ସିଦ୍ଧାର୍ଥ ମିଶ୍ରା କହିଛନ୍ତି, ଆମ ଗ୍ରାହକମାନଙ୍କୁ ଭବିଷ୍ୟତ ଲାଗି ପ୍ରସ୍ତୁତ ଓ ଅଭିନବ ଡିଜିଟାଲ୍‌ ସମାଧାନ ପ୍ରଦାନ କରିବା ଲାଗି ଆମେ ପ୍ରତିବଦ୍ଧ ରହିଛୁ। ଆଇ-ଫାଇନାନ୍ସର ଶୁଭାରମ୍ଭ ସହିତ ଖାତା ତଥ୍ୟକୁ ଗୋଟିଏ ସ୍ଥାନରେ ଦେଖିବା ଏବଂ ସେମାନଙ୍କ ଫାଇନାନ୍ସ ଉପରେ ଉତ୍ତମ ନିୟନ୍ତ୍ରଣ ପ୍ରଦାନ କରିବା ଲାଗି ଆମ ଗ୍ରାହକଙ୍କ ସମେତ ଅନ୍ୟ ଗ୍ରାହକମାନଙ୍କୁ ତାହା ସକ୍ଷମ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri