ଆଇସିଆଇସିଆଇ ପ୍ରୁ ୱିଶ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୪।୧: ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ୱିଶ୍‌’ ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ନୂତନ ଉତ୍ପାଦକୁ ମହିଳାମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ଡିଜାଇନ କରାଯାଇଥିବାବେଳେ ଜୀବନ ବୀମା ଶିଳ୍ପରେ ମଧ୍ୟ ଏହା ପ୍ରଥମ ଧରଣ ସ୍ବାସ୍ଥ୍ୟ ଉପତ୍ାଦ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ମୁଖ୍ୟ ଉପତ୍ାଦ ଓ ବିତରଣ ଅଧିକାରୀ ଅମିତ ପାଲ୍‌ଟା କହିଛନ୍ତି, ଆଇସିଆଇସିଆଇ ପ୍ରୁ ୱିଶ୍‌ ହେଉଛି ଜୀବନ ବୀମା ଶିଳ୍ପର ପ୍ରଥମଧରଣର ସ୍ବାସ୍ଥ୍ୟ ଉପତ୍ାଦ। ଯାହାକୁ ସ୍ବତନ୍ତ୍ର ଭାବେ ମହିଳାମାନଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧିତ ଆବଶ୍ୟକତାଗୁଡିକୁ ପୂରଣ କରିବା ପାଇଁ ଡିଜାଇନ କରାଯାଇଛି। ଗମ୍ଭୀର ଅସୁସ୍ଥତା ଚିହ୍ନଟ ହେଲେ ପଇଠ କରାଯିବାକୁ ଥିବା ମୋଟ ରାଶି ସେମାନଙ୍କୁ ଏଭଳି ଜଟିଳ ସ୍ଥିତିର ମୁକାବିଲା କରିବା ପାଇଁ ଆର୍ଥିକ ଶକ୍ତି ପ୍ରଦାନ କରିଥାଏ। ୩୦ ବର୍ଷ ପାଇଁ ଏକ ପ୍ରିମିୟମ ଗ୍ୟାରେଣ୍ଟି ପ୍ରଦାନ କରିବା ବ୍ୟତୀତ ଏହି ଉପତ୍ାଦକୁ ଏଭଳି ଏକ ଶୈଳୀରେ ଡିଜାଇନ କରାଯାଇଛି, ଯାହା ଗ୍ରାହକଙ୍କୁ ନିର୍ଦ୍ଦିଷ୍ଟ ଚିକିତ୍ସକୀୟ ପରିସ୍ଥିତି ପାଇଁ ଏକାଧିକ ଦାବି କରିବା ପାଇଁ ଅନୁମତି ଦେଇଥାଏ। ସେହିପରି ଏହି ଉପତ୍ାଦର ଅନ୍ୟ ଏକ ଉଲ୍ଲେଖନୀୟ ଫିଚର ହେଉଛି, ପ୍ରିମିୟମ ହଲିଡେ, ଉଦାହରଣ ସ୍ବରୁପ ଗ୍ରାହକଙ୍କ ନିକଟରେ ପ୍ରିମିୟମ ପଇଠ ଅବଧି ସମୟରେ ଯେକୌଣସି ୧୨ମାସ ଅବଧି ପାଇଁ ପ୍ରିମିୟମ ପଇଠ ନକରିବାର ବିକଳ୍ପ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri