ଆଇସିଆଇସିଆଇ ପ୍ରୁ ୱିଶ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୪।୧: ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ୱିଶ୍‌’ ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ନୂତନ ଉତ୍ପାଦକୁ ମହିଳାମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ଡିଜାଇନ କରାଯାଇଥିବାବେଳେ ଜୀବନ ବୀମା ଶିଳ୍ପରେ ମଧ୍ୟ ଏହା ପ୍ରଥମ ଧରଣ ସ୍ବାସ୍ଥ୍ୟ ଉପତ୍ାଦ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ମୁଖ୍ୟ ଉପତ୍ାଦ ଓ ବିତରଣ ଅଧିକାରୀ ଅମିତ ପାଲ୍‌ଟା କହିଛନ୍ତି, ଆଇସିଆଇସିଆଇ ପ୍ରୁ ୱିଶ୍‌ ହେଉଛି ଜୀବନ ବୀମା ଶିଳ୍ପର ପ୍ରଥମଧରଣର ସ୍ବାସ୍ଥ୍ୟ ଉପତ୍ାଦ। ଯାହାକୁ ସ୍ବତନ୍ତ୍ର ଭାବେ ମହିଳାମାନଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧିତ ଆବଶ୍ୟକତାଗୁଡିକୁ ପୂରଣ କରିବା ପାଇଁ ଡିଜାଇନ କରାଯାଇଛି। ଗମ୍ଭୀର ଅସୁସ୍ଥତା ଚିହ୍ନଟ ହେଲେ ପଇଠ କରାଯିବାକୁ ଥିବା ମୋଟ ରାଶି ସେମାନଙ୍କୁ ଏଭଳି ଜଟିଳ ସ୍ଥିତିର ମୁକାବିଲା କରିବା ପାଇଁ ଆର୍ଥିକ ଶକ୍ତି ପ୍ରଦାନ କରିଥାଏ। ୩୦ ବର୍ଷ ପାଇଁ ଏକ ପ୍ରିମିୟମ ଗ୍ୟାରେଣ୍ଟି ପ୍ରଦାନ କରିବା ବ୍ୟତୀତ ଏହି ଉପତ୍ାଦକୁ ଏଭଳି ଏକ ଶୈଳୀରେ ଡିଜାଇନ କରାଯାଇଛି, ଯାହା ଗ୍ରାହକଙ୍କୁ ନିର୍ଦ୍ଦିଷ୍ଟ ଚିକିତ୍ସକୀୟ ପରିସ୍ଥିତି ପାଇଁ ଏକାଧିକ ଦାବି କରିବା ପାଇଁ ଅନୁମତି ଦେଇଥାଏ। ସେହିପରି ଏହି ଉପତ୍ାଦର ଅନ୍ୟ ଏକ ଉଲ୍ଲେଖନୀୟ ଫିଚର ହେଉଛି, ପ୍ରିମିୟମ ହଲିଡେ, ଉଦାହରଣ ସ୍ବରୁପ ଗ୍ରାହକଙ୍କ ନିକଟରେ ପ୍ରିମିୟମ ପଇଠ ଅବଧି ସମୟରେ ଯେକୌଣସି ୧୨ମାସ ଅବଧି ପାଇଁ ପ୍ରିମିୟମ ପଇଠ ନକରିବାର ବିକଳ୍ପ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?