ଭାରତ-ଅଷ୍ଟ୍ରେଲିଆ ପ୍ରତିରକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ ୭ ଫେବୃୟାରୀରୁ…

ମେଲବୋର୍ନ/ନୂଆଦିଲ୍ଲୀ,୧।୨ : ଭାରତ-ଅଷ୍ଟ୍ରେଲିଆ ପକ୍ଷରୁ ଏକ ନୂତନ ପ୍ରତିରକ୍ଷା କାର୍ଯ୍ୟକ୍ରମ ଘୋଷଣା କରାଯାଇଛି। ଫେବୃଆରୀ ୭ ରେ ଏହା କାନବେରାରେ ଶୁଭାରମ୍ଭ ହେବ। ଏହି କାର୍ଯ୍ୟକ୍ରମର ନେତୃତ୍ୱ ସୁରକ୍ଷା ଏବଂ ଜିଓପଲିଟିକ୍ସର ନିର୍ଦ୍ଦେଶକ ଡେଭିଡ ବ୍ରୁଷ୍ଟର କରିବେ।

ଏହି ଅବସରରେ ଅଷ୍ଟ୍ରେଲୀୟ ଉପମୁଖ୍ୟମନ୍ତ୍ରୀ ତଥା ପ୍ରତିରକ୍ଷା ମନ୍ତ୍ରୀ ରିଚାର୍ଡ ମାର୍ଲେସ ସମ୍ବୋଧିତ କରିବେ। ଅଷ୍ଟ୍ରେଲିଆ ଟୁଇଟ କରି କହିଛି ଯେ ଏହି ସୁରକ୍ଷା କାର୍ଯ୍ୟକ୍ରମ ଉଭୟ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା, ପ୍ରତିରକ୍ଷା, ବୈଦେଶିକ ନୀତି ଏବଂ ରଣନୈତିକ ପ୍ରସଙ୍ଗ ତଥା ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ଭୌଗୋଳିକ ବିକାଶ ଉପରେ ଧ୍ୟାନ ଦେବ।

ବିସ୍ତୃତ ଷ୍ଟ୍ରାଟେଜିକ ପାର୍ଟନରସିପ (ସିଏସପି) ଏବଂ ମନ୍ତ୍ରୀସ୍ତରୀୟ ଆଲୋଚନା ଅଧୀନରେ ଦୁଇ ଦେଶ ଏକ ସ୍ଥିର, ଶାନ୍ତିପୂର୍ଣ୍ଣ, ସମୃଦ୍ଧ ତଥା ଅନ୍ତର୍ଭୂକ୍ତ ଅଞ୍ଚଳ ଗଠନ ଏବଂ ବହୁପକ୍ଷୀୟ ଅନୁଷ୍ଠାନ ମଧ୍ୟରେ ପ୍ରତିରକ୍ଷା-ସୁରକ୍ଷା ସହଯୋଗ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri