୨୨ରେ ଭାରତ ଏନ୍‌ସିଏପିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୮: ଦିନକୁ ଦିନ ସଡକ ଦୁର୍ଘଟଣା ବିଭିନ୍ନ କାରଣରୁ ବୃଦ୍ଧି ପାଉଛି। କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ୨୨ ଅଗଷ୍ଟ ୨୦୨୩ ରେ କେନ୍ଦ୍ର ସରକାରଙ୍କର ବହୁ ପ୍ରତୀକ୍ଷିତ ତଥା ଅଭିନବ ପ୍ରକଳ୍ପ ‘ଭାରତ ନୂତନ କାର ମୂଲ୍ୟାୟନ କାର୍ଯ୍ୟକ୍ରମ ବା ଭାରତ ଏନସିଏପିର ଆନୁଷ୍ଠାନିକ ଶୁଭାରମ୍ଭ ୨୦୨୩ ଅଗଷ୍ଟ ୨୨ରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ କରିବେ ବୋଲି ଜଣାପଡଇଛି।

ବିଶେଷ କରି ଭାରତରେ ମୋଟର ଯାନର ସୁରକ୍ଷା ମାନକୁ ୩.୫ ଟନ୍‌କୁ ବୃଦ୍ଧି କରି ସଡ଼କ ସୁରକ୍ଷାରେ ଉନ୍ନତି ଆଣିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଦିଗରେ ଏହି କାର୍ଯ୍ୟକ୍ରମ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି କୁହାଯାଉଛି। ଉକ୍ତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି, ବଜାରରେ ଉପଲବ୍ଧ ମୋଟର ଯାନର ଦୁର୍ଘଟଣା ନିରାପତ୍ତାର ତୁଳନାତ୍ମକ ଆକଳନ କରିବା ପାଇଁ କାର୍‌ ଗ୍ରାହକମାନଙ୍କୁ ଏକ ଉପକରଣ ପ୍ରଦାନ କରିବା । ସେହିଭଳି ଉକ୍ତ କାର୍ଯ୍ୟକ୍ରମ ଅଧୀନରେ କାର ର୍ନିମାତାମାନେ ସ୍ବେଚ୍ଛାକୃତ ଭାବେ ଅଟୋମୋଟିଭ୍‌ ଇଣ୍ଡଷ୍ଟ୍ରି ଷ୍ଟାଣ୍ଡାର୍ଡ (ଏଆଇଏସ୍‌) ୧୯୭ ଅନୁଯାୟୀ ପରୀକ୍ଷା କରାଯାଇଥିବା କାର୍‌ ଗ୍ରାହକଙ୍କୁ ପ୍ରଦାନ କରିପାରିବେ। ଏପରିକି ପରୀକ୍ଷଣରେ କାରର ପ୍ରଦର୍ଶନକୁ ଆଧାର କରି କାରକୁ ଆଡଲଟ ଅକ୍ୟୁପାଣ୍ଟସ୍‌ (ଏଓପି) ଏବଂ ଚାଇଲଡ ଅକ୍ୟୁପାଣ୍ଟ (ସିଓପି) ପାଇଁ ଷ୍ଟାର ରେଟିଂ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri