ମିଲେଟ୍‌ ଇନୋଭେଶନ ଚ୍ୟାଲେଞ୍ଜର ଶୁଭାରମ୍ଭ

ଭୁବନେଶ୍ୱର,୯।୧୧: ଓଡ଼ିଶା ସରକାର ଓ ଷ୍ଟାର୍ଟଅପ୍‌ ଓଡ଼ିଶା ମଧ୍ୟରେ ବିଭିନ୍ନ ପ୍ରକଳ୍ପକୁ ନେଇ ଭିନ୍ନ ଭିନ୍ନ ପଦକ୍ଷେପ ନିଆଯାଇଛି। ମିଲେଟ ଉଦ୍ୟୋଗକୁ ଅଧିକ ପ୍ରସାରିତ ଓ ସଶକ୍ତ କରିବା ନେଇ ଷ୍ଟାର୍ଟଅପ୍‌ ଓଡ଼ିଶା ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ମିଲେଟ ଇନୋଭେଶନ ଚ୍ୟାଲେଞ୍ଜର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି।
ଏ ସମ୍ପର୍କରେ ଷ୍ଟାର୍ଟଅପ୍‌ ଓଡ଼ିଶାର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଡ. ଓମ୍‌କାର ରାୟ କହିଛନ୍ତି, ନବସୃଜନ ବିକାଶ ଦିଗରେ ମିଲେଟ ଇନୋଭେଶନ ଚ୍ୟାଲେଞ୍ଜର ଶୁଭାରମ୍ଭ କରାଯାଇଛି। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସହ ପରିବର୍ତ୍ତିତ ଯାତ୍ରାର ଆରମ୍ଭକୁ ଚିହ୍ନଟ କରିବାକୁ ଉଭୟ ସରକାର ଓ ଷ୍ଟାର୍ଟଅପ ୍‌ଓଡ଼ିଶା ପ୍ରତିଶ୍ରୁତିବଦ୍ଧ ହୋଇଥିବାବେଳେ ଖାଦ୍ୟ ନିରାପତ୍ତା, ସ୍ଥାନୀୟ ଗୋଷ୍ଠୀକୁ ସଶକ୍ତୀକରଣ ଓ ଅର୍ଥନୈତିକ ଅଭିବୃଦ୍ଧିରେ ମିଲେଟଗୁଡ଼ିକ ପ୍ରମୁଖ ଭୂମିକା ଗ୍ରହଣ କରିବେ। ଆମେ ଅଭିନବତାକୁ ଗ୍ରହଣ କରି ଓଡ଼ିଶାର ଏକ ସ୍ଥାୟୀ ଓ ସମୃଦ୍ଧ ଭବିଷ୍ୟତ ଗଠନ ଲକ୍ଷ୍ୟରେ ଅଛୁ।
ସେହିଭଳି ଓଡ଼ିଶା ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ମୁଖ୍ୟ ସଚିବ ଡ. ଅରବିନ୍ଦ କୁମାର ପାଢୀ କହିଛନ୍ତି, ଷ୍ଟାର୍ଟଅପ୍‌ ଓଡ଼ିଶା ଦ୍ୱାରା ପରିଚାଳିତ ମିଲେଟ ଇନୋଭେଶନ ଚ୍ୟାଲେଞ୍ଜର ମୂଳ ଉଦ୍ଦେଶ୍ୟ ହେଉଛି, ମିଲେଟର ଅପାର ସମ୍ଭାବନାକୁ ଚିହ୍ନଟ କରିବା। ଅପରପକ୍ଷରେ ଏହାର ଆବେଦନ ସମୟ ସୀମା ୨୦୨୩ ନଭେମ୍ବର ୫ ପାଇଁ ଧାର୍ଯ୍ୟ କରାଯାଇଥିଲା ହେଲେ ପରବର୍ତ୍ତୀ ସମୟରେ ଉକ୍ତ ସମୟ ସୀମାକୁ ୨୦୨୩ ନଭେମ୍ବର ୭ କରାଯାଇଥିଲା। ୨୦୨୩ ନଭେମ୍ବର ୩ରେ ପ୍ରଥମ ରାଉଣ୍ଡ ପିଚ୍‌ ଉପସ୍ଥାପନା କରାଯାଇଥିଲା। ଅନ୍ତର୍ଜାତୀୟ ମିଲେଟରେ ଅନ୍ତିମ ପିଚ୍‌ ଇଭେଣ୍ଟ ସହ ପ୍ରଥମ ରାଉଣ୍ଡର ବିଜେତାମାନଙ୍କ ନାମ ୨୦୨୩ ନଭେମ୍ବର ୮ରେ ଘୋଷଣା କରାଯିବ। ୨୦୨୩ ନଭେମ୍ବର ୧୦ରେ ଅନ୍ତିମ ପିଚ୍‌ ଇଭେଣ୍ଟ ଅନୁଷ୍ଠିତ ହେବ। ସେହିଦିନ ଶ୍ରେଷ୍ଠ ୩ ବିଜେତାଙ୍କୁ ପୁରସ୍କାର ପ୍ରଦାନ ସହ ଚ୍ୟାଲେଞ୍ଜ ଶେଷ ହେବ। ଏପରିକି ଶ୍ରେଷ୍ଠ ୩ଟି ଷ୍ଟାର୍ଟଅପ୍‌କୁ ଯଥାକ୍ରମେ ୩ ଲକ୍ଷ, ୨ ଲକ୍ଷ ଓ ୧ଲକ୍ଷ ପୁରସ୍କାର ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri