ମୁଥୁଟ୍‌ ଫାଇନାନ୍ସ ଫ୍ରି ଲକର ସେବାର ଶୁଭାରମ୍ଭ

ନୂଆଦିଲ୍ଲୀ,୨୨।୧: ଦୀର୍ଘ ୧୨ ବର୍ଷ ପରେ ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ‘ମହାକୁମ୍ଭ’ (ମହା କୁମ୍ଭ ପ୍ରୟାଗରାଜ-୨୦୨୫) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମୁଥୁଟ୍‌ ଫାଇନାନ୍ସ ପକ୍ଷରୁ ଏକ ସ୍ବତନ୍ତ୍ର ସୁବିଧା ‘ଫ୍ରି ଲକର ସେବା’ର ଶୁଭାରମ୍ଭ କରାଯାଇଛି। ଏହି ସେବା କେବଳ ମହାକୁମ୍ଭରେ ସାମିଲ ଶ୍ରଦ୍ଧାଳୁଙ୍କ ପାଇଁ ଉପଲବ୍ଧ। ଏହି ଅବସରରେ ମୁଥୁଟ୍‌ ଗ୍ରୁପ୍‌ର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଆଲେକଜାଣ୍ଡର ଜର୍ଜ ମୁଥୁଟ୍‌ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଥୁଟ୍‌ ଗ୍ରୁପ୍‌ ଓ ମୁଥୁଟ୍‌ ଫାଇନାନ୍ସର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ୨୦୨୫ ଜାନୁଆରୀ ୧୩ରୁ ଫେବୃଆରୀ ୨୬ ପର୍ଯ୍ୟନ୍ତ ‘ମହାକୁମ୍ଭ’ ମେଳା ଆୟୋଜିତ ହେବ। ଏହି ମେଳାରେ ସାମିଲ ବହୁ କୋଟି ଶ୍ରଦ୍ଧାଳୁଙ୍କୁ ମୁଥୁଟ୍‌ ଫାଇନାନ୍ସ ସୁରକ୍ଷିତ ଓ ମାଗଣା ଲକର ସୁବିଧା ‘ବିଶ୍ୱାସ କି ତିଜୋରୀ’ର ଶୁଭାରମ୍ଭ କରାଯାଇଛି। ଏହି ୪୫ ଦିନିଆ ମେଳା ଅବସରରେ ସମସ୍ତ ଆଶାୟୀ ଶ୍ରଦ୍ଧାଳୁଙ୍କ ସାମଗ୍ରୀଗୁଡିକୁ ସୁରକ୍ଷିତ ଓ ଯତ୍ନବାନ୍‌ ସେବା ଯୋଗାଇ ଦେବାକୁ କମ୍ପାନୀ ପ୍ରତିଶ୍ରୁତିବଦ୍ଧ ରହିଛି। ଏପରିକି ଏହି ଲକର ସେବା ଅଞ୍ଚଳରେ ୨୪/୭ ଘଣ୍ଟିଆ ସିସି ଟିଭି ସେବା ସାଙ୍ଗକୁ ସୁରକ୍ଷା ବ୍ୟବସ୍ଥା (ସିକ୍ୟୁରିଟ ଗାର୍ଡ) ଏବଂ ଅଗ୍ନିନିର୍ବାପକ ଓ ଅତ୍ୟାଧୁନିକ ସମସ୍ତ ସୁରକ୍ଷା ସୁବିଧା କମ୍ପାନୀ ପକ୍ଷରୁ ଯୋଗାଇ ଦିଆଯାଇଛି।
ନେଇ ଆଲେକଜାଣ୍ଡର କହିଥିଲେ, ଆମେ ଆମର ସ୍ବତନ୍ତ୍ର ସେବା ଓ ମାଗଣା ଲକର ସୁବିଧା ‘ବିଶ୍ୱାସ କି ତିଜୋରୀ’ର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ମହାକୁମ୍ଭରେ ସାମିଲ ବହୁ କୋଟି ଶ୍ରଦ୍ଧାଳୁଙ୍କର ବିଶ୍ୱାସଭାଜନ ସହିତ ସେମାନଙ୍କର ସାମଗ୍ରୀର ସୁରକ୍ଷିତ ରକ୍ଷଣାବେକ୍ଷଣା ପାଇଁ ଏହି ସୁବିଧାକୁ ସାର୍ବଜନିକ ଭାବେ ଆରମ୍ଭ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?