ପୋକୋ ପଡ୍‌ସର ଶୁଭାରମ୍ଭ

ଭୁବନେଶ୍ୱର,୭।୮: ପୋକୋ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ନୂତନ ଉତ୍ପାଦ ‘ପୋକୋ ପଡ୍‌ସ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରାଣ୍ଡ୍‌ର ଉକ୍ତ ଉତ୍ପାଦର ବଜାର ପ୍ରବେଶ ସହ ଟିଡବ୍ଲ୍ୟୁଏସ୍‌ ସେଗ୍‌ମେଣ୍ଟରେ ମଧ୍ୟ ଉପଲବ୍ଧ ହେଉଛି। ଏ ସମ୍ପର୍କରେ ପୋକୋ ଇଣ୍ଡିଆର କଣ୍ଟ୍ରି ହେଡ୍‌ ହିମାଂଶୁ ଟଣ୍ଡନ କହିଛନ୍ତି, ପ୍ରତ୍ୟେକ ଭାରତୀୟଙ୍କୁ ପ୍ରିମିୟମ ଟେକ୍ନୋଲୋଜି ଯୋଗାଇବା ସହିତ ଭାରତୀୟ ଏଆଇଓଟି କ୍ଷେତ୍ରରେ ମଧ୍ୟ ପ୍ରବେଶ କରିଛୁ। ବିଶେଷ କରି ପୋକୋ ପଡ୍‌ଗୁଡିକ ଅତ୍ୟାଧୁନିକ ଉଦ୍ଭାବନ, ବାଧାହୀନ ସଂଯୋଗ ଓ ଅତୁଳନୀୟ ଅଡିଓ ପ୍ରଦର୍ଶନର ଏକ ଉପଯୁକ୍ତ ସମ୍ମିଶ୍ରଣ।

ଅପରପକ୍ଷରେ ପୋକୋ ପଡ୍‌ସ ୧୨ଏମ୍‌ଏମ୍‌ ଡ୍ରାଇଭର ସହ ସୁସଜ୍ଜିତ ରହିଛି, ଏହାକୁ ଠିକ୍‌ ବାସ୍‌ ପ୍ରଦର୍ଶନ ପ୍ରଦାନ କରିବା ପାଇଁ ଉତ୍କୃଷ୍ଟ ଭାବେ ଟ୍ୟୁନ୍‌ କରାଯାଇଛି, ଯାହା ଉପଭୋକ୍ତାଙ୍କୁ ସମୃଦ୍ଧ, ସ୍ପଷ୍ଟ ଓ ଠିକ୍‌ ସାଉଣ୍ଡରେ ନିମଜ୍ଜିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri