ସାମ୍‌କୋ ଆକ୍ଟିଭ ମୋମେଣ୍ଟମ ଫଣ୍ଡ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୮।୬: ସାମ୍‌କୋ ଆସେଟ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ପ୍ରତ୍ୟକ୍ଷ ଭାବେ ପରିଚାଳିତ ମୋମେଣ୍ଟମ୍‌ ଫଣ୍ଡ୍‌ ସାମ୍‌କୋ ଆକ୍ଟିଭ୍‌ ମୋମେଣ୍ଟମ୍‌ ଫଣ୍ଡ୍‌ର ଶୁଭାରମ୍ଭ କରାଯାଇଛି। ସାମ୍‌କୋ ଆକ୍ଟିଭ୍‌ ମୋମେଣ୍ଟମ୍‌ ଫଣ୍ଡ୍‌ର ନୂଆ ଫଣ୍ଡ୍‌ ଅଫରିଂ (ଏନ୍‌ଏଫ୍‌ଓ) ୨୦୨୩ ଜୁନ୍‌ ୧୫ରେ ଖୋଲି ୨୯ ଜୁନ୍‌ରେ ବନ୍ଦ ହେବ। ଏହି ସୀମିତ ସମୟ ଭିତରେ ନିବେଶକମାନେ ନିଜର ପୋର୍ଟଫୋଲିଓକୁ ଉପସ୍ଥାପନ କରିପାରିବେ। ଏନ୍‌ଏଫ୍‌ଓ ଅବଧି ପରେ ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ସବ୍‌ସ୍କ୍ରିପ୍‌ସନ୍‌ ଗ୍ରହଣ କରାଯିବ ନାହିଁ। କେବଳ ପଞ୍ଜୀକୃତ ଏସ୍‌ଆଇପିଗୁଡ଼ିକୁ ଗ୍ରହଣ କରାଯିବ। ଏ ସମ୍ପର୍କରେ ସାମ୍‌କୋ ଆସେଟ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ର ସିଇଓ ବିରାଜ ଗାନ୍ଧୀ କହିଛନ୍ତି, ଭାରତର ପ୍ରଥମ ପ୍ରତ୍ୟକ୍ଷ ଭାବେ ପରିଚାଳିତ ମୋମେଣ୍ଟମ ଫଣ୍ଡ୍‌ ଭାବେ ସାମ୍‌କୋ ଆକ୍ଟିଭ୍‌ ମୋମେଣ୍ଟମ୍‌ ଫଣ୍ଡ୍‌ର ଶୁଭାରମ୍ଭକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମର ବିଶ୍ୱାସ ରହିଛି ଯେ ମୋମେଣ୍ଟମ୍‌ ନିବେଶରୁ ଲାଭ ପାଇବାକୁ ଚାହୁଁଥିବା ନିବେଶକମାନଙ୍କୁ ଏହି ଫଣ୍ଡ୍‌ ନୂଆ ମାର୍ଗ ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri