ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା ଏରିଆ ପାୱାର ସିଷ୍ଟମ କଣ୍ଟ୍ରୋଲ ସେଣ୍ଟର(ଏପିଏସ୍‌ସିସି)ର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଟିପିସିଓଡିଏଲ୍‌ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଏ ସମ୍ପର୍କରେ ଟିପିସିଓଡିଏଲ୍‌ର ସିଇଓ ଅରଭିନ୍ଦ୍‌ ସିଂହ କହିଥିଲେ, ଆମେ ଏହି ସେଣ୍ଟରର ଶୁଭାରମ୍ଭକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ମାଇଲଖୁଣ୍ଟ ଆମ ସାଙ୍ଗଠନିକ ଲକ୍ଷ୍ୟ ଦିଗରେ ଏକ ସର୍ବୋଚ୍ଚ ମାନର ପରିଚାଳନାଗତ ଉତ୍କର୍ଷ, ନିରାପତ୍ତା ଏବଂ ବିଶ୍ୱସନୀୟତା ହାସଲ କରିବାରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ ସହ ଗ୍ରାହକମାନଙ୍କୁ ଉନ୍ନତମାନର ବିଦ୍ୟୁତ୍‌ ସେବା ଯୋଗାଣ ସୁନିଶ୍ଟିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ଭୋଜି ଖାଇ ଫେରୁଥିଲେ:  ରାସ୍ତାରେ ହେଲା ଭୟଙ୍କର ଦୁର୍ଘଟଣା

ମୋହନା,୪।୫(ମନ୍ମଥ ମିଶ୍ର): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ରାମଗିରିସ୍ଥିତ କୃଷି ଉଦ୍ୟାନ କାର୍ଯ୍ୟାଳୟ ସମ୍ମୁଖରେ ଦୁଇ ବାଇକ ମୁହାମୁହିଁ ଧକ୍କାହୋଇ  ଘଟଣାସ୍ଥଳରେ ଜଣେ ମୃତ, ଛଅ ଜଣ…

ଆରସିବିକୁ ବଡ଼ ଝଟ୍‌କା: ସ୍ୱଦେଶ ଫେରିଲେ ଫିଲ୍‌ ସଲ୍ଟ

ନୂଆଦିଲ୍ଲୀ,୪ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଓପନର ଇଂଲଣ୍ଡର ଫିଲ୍‌ ସଲ୍ଟ ସ୍ୱଦେଶ ଫେରିଛନ୍ତି। ଗତ ମାସରେ ତାଙ୍କ ଆଙ୍ଗୁଠିରେ ଆଘାତ ଲାଗିଥିଲା। ତାଙ୍କର କ୍ଷତର ଗଭୀରତା…

ହାଟ ମଝିରେ ଉପୁଡିଲା ଗଛ : ତଳେ ଚାପି ହୋଇ ୨ ମହିଳା ମୃତ, ୩ ଗୁରୁତର

ନନ୍ଦପୁର/ପାଡୁଆ,୪।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସୀମାକୁ ଲାଗି ରହିଥିବା ଆନ୍ଧ୍ର ପେଦାବାଇଲି ସୋମବାର ହାଟରେ କାଳବୈଶାଖୀ ତାଣ୍ଡବ ରଚିଛି। ଅପରାହ୍ନରେ ହାଟରେ ଗହଳି…

ପଶ୍ଚିମବଙ୍ଗରେ ଦିଦି ସରକାରର ପତନ! ହାର୍‌ ମାନିଲେ ମମତାଙ୍କ ପୁତୁରା, କହିଲେ…

କୋଲକାତା,୪।୫: ୪ମେ’ ରେ ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ଟିଏମସିର ୧୫ ବର୍ଷର ଶାସନର ଅନ୍ତ ଘଟାଇଛି। ଭାଜପା ସବୁଠାରୁ ବଡ଼ ଦଳ ଭାବରେ ଉଭା ହୋଇଛି। ଏହାର…

ଜୟ ଶ୍ରୀରାମ ନାରାରେ କମ୍ପିଲା: ଭଞ୍ଜନଗରରେ ଭାଜପାର ବିଜୟ ଉତ୍ସବ

ଭଞ୍ଜନଗର,୪।୫(ବାବୁଲା ପ୍ରଧାନ): ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ନିର୍ବାଚନ ଫଳାଫଳ ପ୍ରାୟ ଆସିଯାଇଛି। ଏଥିରେ ପ୍ରଥମଥର ପାଇଁ ଭାଜପା ପଶ୍ଚିମବଙ୍ଗରେ କ୍ଷମତା ଦଖଲ…

ସ୍ବାସ୍ଥ୍ୟ ବିଭାଗ ଅମଲା କ୍ୟାଡରଙ୍କ ପ୍ରତି ପ୍ରଶାସନିକ ଅବହେଳା: ନୂଆ ନିର୍ଦ୍ଦେଶନାମା କାର୍ଯ୍ୟକାରୀ ପାଇଁ ଦାବି କଲେ…

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ ହୋଇଥିବା ବେଳେ ଏହାର ପରିଚାଳନା ଭାର ସମ୍ଭାଳୁଥିବା ସ୍ବାସ୍ଥ୍ୟ ବିଭାଗ ଅମଲା…

ଭାଜପା ଜିତିବା ପଛରେ ବିହାରର ଏହି ସାଇଲେଣ୍ଚ ନେତା, ପ୍ରଥମ ହିମାଚଳ ଏବଂ ବଙ୍ଗଳାରେ ବିଜୟ….

କୋଲକାତା,୪।୫:  ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଭାଜପାର ଏହି ବିସ୍ମୟକର ବିଜୟ ପଛରେ ଅନେକ ନାୟକ ଅଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଅନେକ ରାଲିକୁ ସମ୍ବୋଧିତ…

ପରାଜୟ ସ୍ବୀକାର କଲା TMC, ଦୁଃଖକୁ ଛାତିରେ ଲୁଚାଇ ଏମିତି କହିଦେଲେ…

କୋଲକାତା,୪।୫: ପଶ୍ଚିମବଙ୍ଗରେ ଭାଜପା ଏକ ବିଶାଳ ବିଜୟ ଆଡ଼କୁ ଯାଉଛି। ବର୍ତ୍ତମାନର ଧାରା ଅନୁସାରେ, ଭାଜପା ୧୯୮ଟି ଆସନରେ ଏବଂ ଟିଏମସି ପ୍ରାୟ ୯୦ଟି ଆସନରେ ଆଗୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri