Posted inରାଜ୍ୟ

ଆରମ୍ଭ ହେଲା ‘ମୋ ବିଦ୍ୟୁତ୍‌’ ପୋର୍ଟାଲ ‘ମୋବାଇଲ ଆପ୍‌’: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ)- ରାଜ୍ୟର ବିଦ୍ୟୁତ୍‌ ସେବା ମୋ ସରକାର ଦ୍ୱାରା ତଦାରଖ କରାଯିବ। ରାଜ୍ୟର ୮୯ ଲକ୍ଷ ବିଦ୍ୟୁତ ଉପଭୋକ୍ତାଙ୍କ ସୁବିଧା ପାଇଁ ଅନ୍‌ଲାଇନ ବିଦ୍ୟୁତ ଉପଭୋକ୍ତା ସେବା ପୋର୍ଟାଲ ‘ମୋ ବିଦ୍ୟୁତ୍‌’ ଏବଂ ମୋବାଇଲ ଆପ୍‌ ଆରମ୍ଭ କରାଯାଇଛି। ଏହାକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଦ୍ୱାରା ଶୁଭାରମ୍ଭ କରିଛନ୍ତି। ଶକ୍ତି ବିଭାଗ ଦ୍ୱାରା ଏହା ଏକ ଦ୍ୱୈତଭାଷାର ଅନ୍‌ଲାଇନ ଗ୍ରାହକ ବିଦ୍ୟୁତ୍‌ ସେବା ପୋର୍ଟାଲ www.mobidyut.com. । ଏହାକୁ ୫-ଟି ବ୍ୟବସ୍ଥା ଦ୍ୱାରା ଲୋକମାନଙ୍କ ପାଇଁ ଉତ୍ସର୍ଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେରାବିଶ ବ୍ଲକ କ୍ୟାସିୟରଙ୍କ ୧.୦୬ କୋଟି ଟଙ୍କା ଆତ୍ମସାତ୍ ମାମଲା: ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ସ୍ପେଶାଲ ଅଡିଟ୍

ଡେରାବିଶ,୩।୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର କ୍ୟାସିୟର ଶଶିକାନ୍ତ ରଣାଙ୍କ ଦ୍ୱାରା ୧ କୋଟି ୬ ଲକ୍ଷ ୩ ହଜାର ୫୯୫ ଟଙ୍କାର ବିଶାଳ…

ୟୁଜିସି ରେଗୁଲେସନ ପ୍ରତ୍ୟାହାର ଦାବି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୩।୧୧(ଉତ୍ତମ କୁମାର ଦାଶ): ସବର୍ଣ୍ଣ ସମାଜ ବିରୋଧୀ ତଥା ଛାତ୍ରୀଛାତ୍ରଙ୍କ ପ୍ରତି ଘୋର ପକ୍ଷପାତ ସୃଷ୍ଟିକାରୀ ୟୁଜିସି ରେଗୁଲେସନ ୨୦୨୬ କୁ ତୁରନ୍ତ ପ୍ରତ୍ୟାହାର ଦାବି କରିଛି…

ତୁମୁଡ଼ିବନ୍ଧ ବିଜେଡିରେ ନୂଆ ଇନିଂସ୍‌! ନବନିଯୁକ୍ତ ନେତାଙ୍କୁ ଭବ୍ୟ ସ୍ୱାଗତ, ଏକଜୁଟ୍‌ ହେଲେ କର୍ମୀ

ତୁମୁଡ଼ିବନ୍ଧ,୩।୧୧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ଏକ…

ଅଳଙ୍କାର ଡକାୟତି ଗ୍ୟାଙ୍ଗକୁ ଧରିଲା ପୋଲିସ: ୫୦୦ ଗ୍ରାମ ସୁନା, ୧୧ କେଜି ରୁପା ଜବତ

ଖୋର୍ଦ୍ଧା,୩।୧୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଚୋରି କରି ଆତଙ୍କ ଖେଳାଉଥିବା ଏକ ଆନ୍ତଃ ଜିଲା ଡକାୟତ ଗ୍ୟାଙ୍ଗକୁ ଖୋର୍ଦ୍ଧା ପୋଲିସ ଧରିବାରେ…

କୋଟିଆ ସୀମାନ୍ତଗାଁରେ ଓଡ଼ିଶାକୁ ବିରୋଧ, ଗୋ ବ୍ୟାକ୍‌ ସ୍ଲୋଗାନ…

ପଟ୍ଟାଙ୍ଗି,୩।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ ସ୍ଥିତି ବିଗିଡ଼ିବାରେ ଲାଗିଛି । କୋଟିଆ ସୀମାନ୍ତ ନେରିଡିବାଲସା…

ମହିଳାଙ୍କଠାରୁ ମୋବାଇଲ୍‌ ଛଡ଼ାଇବାକୁ ନେଇ ଯୁବକଙ୍କୁ ହତ୍ୟା

ବାରିପଦା, ୩।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅନ୍ତର୍ଗତ ଚାଉଁରାଡି ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ମୋବାଇଲ୍‌ ଛଡ଼ାଇବା ଘଟଣାକୁ କେନ୍ଦ୍ର…

ଭଞ୍ଜପୁର ପୋଲିସକୁ ବଡ଼ ସଫଳତା: କାର୍‌ ସହ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ, ଲକ୍ଷାଧିକ ଟଙ୍କା ଜବତ, ୩ ଗିରଫ

ବାରିପଦା, ୩/୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାର ଭଞ୍ଜପୁର ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଲକ୍ଷ୍ମୀପୋଷିସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ନିକଟ ସୁବର୍ଣ୍ଣରେଖା କେନାଲ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ଛୋଟ ପ୍ରୟାସ ହିଁ ପ୍ରଦୂଷଣ ରୋକିବାର ପାଲଟିବ ମାଧ୍ୟମ

ଆମେ ଆମ ପାଇଁ ଅସୁବିଧା ସୃଷ୍ଟି କରୁଛେ। ବିନା କାରଣରେ ଲାଇଟ ଜଳୁଥିଲେ ବନ୍ଦ କରିଦେବା ଏବଂ ଏଣେତେଣେ ଅଳିଆ ପଡ଼ିଥିଲେ ଗୋଟାଇ ଡଷ୍ଟବିନ୍‌ରେ ପକାଇବା ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?