ଲାଭା ଉଦ୍‌ଗିରଣ ଆଶଙ୍କା: ୪ ଲକ୍ଷଙ୍କୁ ସ୍ଥାନାନ୍ତର

କିନ୍‌ଶାସା, ୩୦ା୫: ଆଗ୍ନେୟ ଉଦ୍‌ଗିରଣ ଆଶଙ୍କାରେ ଡେମୋକ୍ରାଟିକ୍‌ ରିପବ୍ଲିକ୍‌ ଅଫ୍‌ କଙ୍ଗୋ (ଡିଆର୍‌ସି)ର ଗୋମାରୁ ୪ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ନାଇରାଗୋଙ୍ଗୋ ଆଗ୍ନେୟଗିରି ଉଦ୍‌ଗିରଣ ହେବାର ସମ୍ଭାବନା ଥିବାରୁ ଉତ୍ତର କିଭୁ ପ୍ରଦେଶର ମିଲିଟାରୀ ଗଭର୍ନର ଜେନେରାଲ କନଷ୍ଟାଣ୍ଟ ନଦିମା ବୁଧବାର ଗୋମା ସମେତ ପଡ଼ୋଶୀ ର୍ବାଣ୍ଡା ବାସିନ୍ଦାଙ୍କୁ ଉକ୍ତ ସ୍ଥାନ ଛାଡ଼ିବା ନିମନ୍ତେ ପରାମର୍ଶ ଦେଇଥିଲେ। ପୂର୍ବରୁ ମେ’ ୨୨ରେ ଆଗ୍ନେୟ ଉଦ୍‌ଗିରଣ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏଥିରେ ୩୨ ଜଣଙ୍କ ମୃତ୍ୟୁ ଘଟିବା ସହ ପ୍ରାୟ ୨ ହଜାରରୁ ଅଧିକ ଘର ନଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ

ପୁରୀ,୬ା୨(ଅଜିତ୍‌ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍‌ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ…

ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର…

‘ଟଙ୍କା ଖୁସି କିଣି ପାରିବ ନାହିଁ…’ କୋଟି କୋଟି ଆୟ ପରେ ଏଲୋନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ପୋଷ୍ଟ

ନୂଆଦିଲ୍ଲୀ,୬।୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ବର୍ତ୍ତମାନ ଏକ ନୂଆ ଇତିହାସ ରଚିଛନ୍ତି। ସେ ଦୁନିଆର ପ୍ରଥମ ବ୍ୟକ୍ତି ଭାବେ ୮୦୦ ବିଲିୟନ ଡଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri