Posted inଫୁରସତ

ହାଓ୍ବାଇରେ ଲାଭା ନଦୀ

ଓ୍ବାଶିଂଟନ: ଆମେରିକା ହାଓ୍ବାଇରେ ସୃଷ୍ଟ ଲାଭା ନଦୀର ଭିଡିଓ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ଏହି ଲାଭା ହାଓ୍ବାଇରେ ଥିବା କିଲାଉଇଆ ଆଗ୍ନେୟଗିରିର ବୋଲି ଖବର ପ୍ରକାଶ ପାଇଛି। ହାଓ୍ବାଇରେ ମୋଟ ୫ଟି ଭୋଲକାନୋ ବା ଆଗ୍ନେୟଗିରି ରହିଛି। ୨୦୨୧ ସେପ୍ଟେମ୍ବରରୁ କିଛିଦିନର ଅନ୍ତରରେ ଆଗ୍ନେୟଗିରିରୁ ଲାଭା ନିର୍ଗତ ହେବାରେ ଲାଗିଛି। ୨୪ ଘଣ୍ଟା ଧରି ଭୋଲକାନୋରୁ ଲାଭା ବାହାରୁଥିବାବେଳେ ଏହା ନଦୀ ଭଳି ଦୃଷ୍ଟିଗୋଚର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?