ଲାଭାର ନୂତନ ଉତ୍ପାଦ

ଭୁବନେଶ୍ୱର,୧୨ା୭ (ଅଭୟ ଦାଶ): ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ର ନୂତନ ଉପତ୍ାଦ ‘ଲାଭା ବ୍ଲେଜ୍‌ ଏକ୍ସ’ର ସର୍ବଭାରତୀୟ ଉନ୍ମୋଚନ (ଲଞ୍ଚିଂ) ନିକଟରେ ହୋଇଯାଇଛି। ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଏହି ମଡେଲ ସ୍ମାର୍ଟଫୋନ ସେଗ୍‌ମେଣ୍ଟ୍‌ର ପ୍ରଥମ କର୍ଭଡ ଆମୋଲେଡ୍‌ ଡିସ୍‌ପ୍ଲେ ସହ ଆସୁଛି। ବିଶେଷକରି ଏହା ଦୁଇଟି ଆକର୍ଷଣୀୟ ରଙ୍ଗ ଷ୍ଟାରଲାଇଟ୍‌ ପର୍ପଲ ଓ ଟାଇଟାନିୟମ ଗ୍ରେ’ କଲରରେ ଉପଲବ୍ଧ ହେବ।

ଏ ସମ୍ପର୍କରେ ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ର ପ୍ରଡକ୍ଟ ହେଡ୍‌ ସୁମିତ ସିଂହ କହିଛନ୍ତି, ଲାଭା ବ୍ଲେଜ୍‌ ଆମର ଅନ୍ୟତମ ସଫଳ ସିରିଜ ହୋଇଥିଲାବେଳେ ଏହାକୁ ଗୁଣାତ୍ମକ ଓ ଶକ୍ତିଶାଳୀ ସ୍ମାର୍ଟଫୋନ୍‌ଗୁଡିକ ସହ ପ୍ରସ୍ତୁତ କରାଯାଇଛି। ନୂଆ ବ୍ଲେଜ୍‌ ଏକ୍ସକୁ ୩ଟି ପ୍ରମୁଖ ପରିମାପରେ ବିକଶିତ ହୋଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଜୁଲାଇ ୨୦ରୁ ଏହି ମଡେଲ ଲାଭା ଇ-ଷ୍ଟୋର ଓ ଆମାଜନ ପ୍ଲାଟ୍‌ଫର୍ମରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri