ନୂଆଦିଲ୍ଲୀ,୩୦।୧୧: ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍ ବା ଲାଭାର ନୂତନ ଉତ୍ପାଦ ତଥା ୟୁଭା ସିରିଜର ଅତ୍ୟାଧୁନିକ ମଡେଲ ‘ୟୁଭା-୪’ର ଅନାବରଣ (ଶୁଭାରମ୍ଭ) ନିକଟରେ ହୋଇଯାଇଛି। ୬,୯୯୯ ଟଙ୍କାର ଆକର୍ଷଣୀୟ ପ୍ରାରମ୍ଭିକ ମୂଲ୍ୟରେ ଉପଲବ୍ଧ ୟୁଭା-୪ ପାୱାର ପରଫର୍ମାନ୍ସ, ସୁନ୍ଦର ଡିଜାଇନ ଏବଂ ଏକ ଲଗ୍ ଫ୍ରି ଅନୁଭୂତି ପ୍ରଦାନ କରୁଛି। ନୂଆ ୟୁଭା ୪, ୪+୬୪ଜିବି ଏବଂ ୪+୧୨୮ଜିବି ଭଳି ଦୁଇଟି ଭାରିଆଣ୍ଟ ଲାଭାର ରିଟେଲ ଆଉଟଲେଟଗୁଡ଼ିକରେ ଉପଲବ୍ଧ ରହିଛି। ଲାଭା ଲାଇନ ଅପ୍ରେ ଏହି ସଦ୍ୟତମ ସଂଯୋଗ ୟୁଏନ୍ଆଇଏସ୍ଓସି ଟି୬୦୬ ଚିପ୍ ସେଟ୍ ଦ୍ୱାରା ପରିଚାଳିତ ଏବଂ ଏହା ତିନୋଟି ଆକର୍ଷଣୀୟ ରଙ୍ଗ ଯଥା ଗ୍ଲସି ହ୍ବାଇଟ୍, ଗ୍ଲସି ପର୍ପଲ୍ ଏବଂ ଗ୍ଲସି ବ୍ଲାକ୍ରେ ଉପଲବ୍ଧ ହେଉଛି। ଏ ସମ୍ପର୍କରେ ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍ର ପ୍ରଡକ୍ଟ ମୁଖ୍ୟ ସୁମିତ ସିଂହ କହିଛନ୍ତି, ୟୁଭା ସିରିଜ୍ ଆମର ସବୁଠାରୁ ଗତିଶୀଳ ଏବଂ ଅଭିଳଷିତ ସ୍ମାର୍ଟଫୋନ୍ ଭାବେ ଉଭା ହୋଇଛି, ଯାହା ଆମ ଗ୍ରାହକଙ୍କ ପାଇଁ ଏଣ୍ଟ୍ରି-ଲେଭଲ ସ୍ମାର୍ଟଫୋନ୍ ଅନୁଭୂତିକୁ ଉନ୍ନତ କରିବା ପାଇଁ ଡିଜାଇନ ହୋଇଛି। ଏପରିକି ନୂଆ ୟୁଭା୪, ନୂତନ ଯୁଗର ଡିଜାଇନ ଧାରଣା ଏବଂ ଉନ୍ନତ ମୂଲ୍ୟ ସହ ଏକ ନିରବଚ୍ଛିନ୍ନ ଉପଭୋକ୍ତା ଯାତ୍ରା ପ୍ରଦାନ କରିବା ପାଇଁ ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।
ବିଧାୟକ ହାତପାଣ୍ଠିରେ ବଡ଼ ଗଡ଼ବଡ଼: ୪୭ ନିର୍ବାଚନମଣ୍ଡଳୀରେ ଖର୍ଚ୍ଚ ହୋଇନି ଟଙ୍କାଟିଏ
ଭୁବନେଶ୍ୱର,୨୦।୧୧ (ରବିନାରାୟଣ ଜେନା):ରାଜ୍ୟର ୧୪୭ ବିଧାନସଭା ନିର୍ବାଚନମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଅଙ୍ଗୀକାରବଦ୍ଧ। ଏହାକୁ ନେଇ ସରକାରଙ୍କ ପକ୍ଷରୁ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି (ଏମ୍ଏଲ୍ଏ-ଲାଡ୍)ର…
ଆମେରିକା ମାଟିରେ ପୁଣି ‘ଭୋଟ୍ ଚୋରି’ ପ୍ରସଙ୍ଗ ଉଠାଇଲେ ରାହୁଲ, ବର୍ଷିଲା ଭାଜପା
ନୂଆଦିଲ୍ଲୀ/ଶିକାଗୋ,୨୦।୧୧(ପି.ଟି.): ଆମେରିକାର ଶିିକାଗୋ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ସମୟରେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭାରତୀୟ ଗଣତନ୍ତ୍ରକୁ ‘ପବିତ୍ର’ ବୋଲି କହିବା…
କୋଟିଆରେ ସରପଞ୍ଚ ନିର୍ବାଚନ ତାରିଖ ବଦଳାଇଲା ଆନ୍ଧ୍ର: ୨୯ ବଦଳରେ ଡିସେମ୍ବର ୨ରେ ନିର୍ବାଚନ
ପଟ୍ଟାଙ୍ଗି,୨୦ା୧୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କୋଟିଆ ପଞ୍ଚାୟତର ୩ ଗ୍ରାମରେ ହେବାକୁ ଥିବା ସରପଞ୍ଚ ଏବଂ ଓ୍ବାର୍ଡ ସଦସ୍ୟ ନିର୍ବାଚନ ତାରିଖକୁ ଆନ୍ଧ୍ର ପରିବର୍ତ୍ତନ…
ଭାରତ ବିପକ୍ଷରେ ଐତିହାସିକ କାରନାମା କଲେ ଫିଲ୍ମ:ବିଶ୍ୱର ପ୍ରଥମ ବ୍ୟାଟର ଭାବେ…
ୱେଲିଂଟନ,୨୦।୧୧:ନ୍ୟୁଜିଲାଣ୍ଡର ଷ୍ଟାର୍ ଅଲରାଉଣ୍ଡର ଗ୍ଲେନ ଫିଲିପ୍ସ ଭାରତ ବିପକ୍ଷରେ ୱେଲିଂଟନ୍ର ବେସିନ ରିଜର୍ଭ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଶତକ ହାସଲ କରି ନୂଆ ଇତିହାସ ରଚିଛନ୍ତି।…
ବାତ୍ୟା ଅକ୍ବାନ; ୨ ଦିନ ଓଡ଼ିଶାରେ ପ୍ରବଳ ବର୍ଷା, ୧୨ ଜିଲାକୁ ଆଲର୍ଟ
ଭୁବନେଶ୍ୱର,୨୦।୧୧: ବାତ୍ୟା ଅକ୍ବାନର ଲ୍ୟାଣ୍ଡଫଲ ଆରମ୍ଭ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିଛି । ତେବେ ଆସନ୍ତା ୨ ଦିନ…
ଏହା ତ କେବଳ ଟ୍ରେଲର, ଆଗକୁ ଫିଲ୍ମ ବାକି ଅଛି: ସିରାଜଙ୍କୁ ନେଇ ଭବିଷ୍ୟବାଣୀ କଲେ ଅଶ୍ୱିନ
ନୂଆଦିଲ୍ଲୀ,୨୦।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ୱେଲିଂଟନ ଟେଷ୍ଟରେ ଭାରତୀୟ ଦଳର ପ୍ଲେଇଂ ଇଲେଭେନ୍ରୁ ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କୁ ବାଦ ଦିଆଯିବାକୁ ନେଇ ବିବାଦ ସୃଷ୍ଟି ହୋଇଛି। ଦଳର…
ଜିନପିଙ୍ଗ୍ଙ୍କ ଭାଷଣ ବେଳେ ଶୋଇପଡିଲେ ଟ୍ରମ୍ପ! ସୋସିଆଲ ମିଡିଆରେ ଚର୍ଚ୍ଚା
ବେଜିଂ,୨୦।୧୧: ଚାଇନାର ଶେନଝେନ୍ରେ ଚାଲିଥିବା APEC ଶିଖର ସମ୍ମିଳନୀରେ ଏକ ଘଟଣାକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି । ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ୍ଙ୍କ ଭାଷଣ…
ଲ୍ୟାଣ୍ଡଫଲ କରୁଛି ବାତ୍ୟା; ଗୋପାଳପୁରରେ ସବୁଠୁ ଅଧିକ ବର୍ଷା, ପବନ…
ଭୁବନେଶ୍ବର,୨୦୧୧: ଗୋପାଳପୁର ନିକଟବର୍ତ୍ତୀ ଅଞ୍ଚଳରେ ବାତ୍ୟା ଅକ୍ବାନର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।…

