ଲାଭି’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୭ା୯: ଦେଶର ଅଗ୍ରଣୀ ଫ୍ୟାଶନ ବ୍ରାଣ୍ଡ୍‌ ଲାଭି’ର ପ୍ରଥମ ତଥା ନୂତନ ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଭୁବନେଶ୍ୱରର କଳ୍ପନା ଛକସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ରେ ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ଏଠାରେ ସମସ୍ତ ପ୍ରକାର ଫ୍ୟାଶନ୍‌ ଆସେସୋରିଜ୍‌ ଉପଲବ୍ଧ। ଏପରିକି ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଓ ଗୁଣାତ୍ମକ ହ୍ୟାଣ୍ଡ ବ୍ୟାଗ୍‌, ସିଲିଙ୍ଗ୍‌ ବ୍ୟାଗ୍‌, ୱାଲେଟ୍‌, କ୍ଲଚ୍‌, ବ୍ୟାକ୍‌ପ୍ୟାକ୍‌, ଡଫଲ ବ୍ୟାଗ୍‌ ଏବଂ ଅନ୍ୟାନ୍ୟ ସାମଗ୍ରୀ ସୁଲଭ ମୂଲ୍ୟରେ ପାଇପାରିବେ। ଏ ସମ୍ପର୍କରେ ଲାଭିର ଶାଖା ପରିଚାଳକ ସୁମନ ଚାକି କହିଛନ୍ତି, ଭୁବନେଶ୍ୱରରେ ପ୍ରଥମ ଆଉଟ୍‌ଲେଟ୍‌ର ଶୁଭାରମ୍ଭ କରି ଆମେ ବେଶ୍‌ ଉତ୍ସାହିତ ଅଛୁ।

ଏପରିକି ଲାଭର ସ୍ବତନ୍ତ୍ର ହ୍ୟାଣ୍ଡବ୍ୟାଗ୍‌ ସଂଗ୍ରହକୁ ନେଇ ଆମେ ଅତ୍ୟନ୍ତ ଆନନ୍ଦିତ। ଏପରିକି ଆମର ଲକ୍ଷ୍ୟ ହେଉଛି ଗ୍ରାହକମାନଙ୍କୁ ଏକ ପ୍ରିମିୟମ୍‌ ଶପିଂ ଅଭିଜ୍ଞତା ଏବଂ ସେମାନଙ୍କର ବ୍ୟକ୍ତିତ୍ୱ ବ୍ୟକ୍ତ କରିବା ପାଇଁ ଷ୍ଟାଇଲିସ୍‌ ବିକଳ୍ପଗୁଡ଼ିକର ଏକ ବିସ୍ତୃତ ଧାରା ଯୋଗାଇବ। ସେହିପରି ଲାଭିର ଫ୍ରାଞ୍ଚାଇଜ୍‌ ମାଲିକ ରାଜଲକ୍ଷ୍ମୀ ସାହୁ କହିଛନ୍ତି, ଭୁବନେଶ୍ୱରର ଲୋକଙ୍କୁ ଆମର ନୂତନ ଷ୍ଟୋରକୁ ସ୍ବାଗତ କରୁଛୁ।

ଏପରିକି ଗ୍ରାଣ୍ଡ୍‌ ଉଦ୍‌ଘାଟନୀ ଉସତ୍ବରେ ସ୍ବତନ୍ତ୍ର ରିହାତି, ଉତ୍ସାହଜନକ ଉପହାର ମଧ୍ୟ ପ୍ରତି କ୍ରୟ ଉପରେ ଉପଲବ୍ଧ। ଉଲ୍ଲେଖଯୋଗ୍ୟ, ଉକତ୍ଳ କନିକା ଗ୍ୟାଲେରିଆ ମଲ୍‌ର ୨ୟ ମହଲାରେ ଲାଭିର ପ୍ରଥମ ଏକ୍ସକ୍ଲୁସିଭ୍‌ ଷ୍ଟୋର ପରିଦର୍ଶନ କରନ୍ତୁ। ଉକ୍ତ କାର୍ଯ୍ୟକ୍ରମରେ ମଲ୍‌ର ଜିଏମ୍‌ ଦୁଲାଲ ଚନ୍ଦ୍ର ସାହୁଙ୍କ ସହ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri