ବିଗୁଡୁଛି ଆଇନ ଶୃଙ୍ଖଳା: ସ୍ବେଚ୍ଛାସେବୀଙ୍କୁ ସଂଘବଦ୍ଧ ଆକ୍ରମଣ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି। ନିଶା କାରବାରରୁ ଅପରାଧ ନିତିଦିନିଆ ଘଟଣାରେ ପରିଣତ ହୋଇଛି। ଗୁରୁବାର ଦିନ ଦ୍ବିପ୍ରହରରେ ଜିଲାର ଜଣେ ଆଗଧାଡିର ସ୍ବେଚ୍ଛାସେବୀ ତଥା ସଂକଳ୍ପ ପରିବାରର ସଭାପତି ବିକାଶ ଅଗ୍ରୱାଲଙ୍କୁ ସଂଘବଦ୍ଧ ଆକ୍ରମଣ ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତିକୁ ପଦାରେ ପକାଇ ଦେଇଛି।

ବିକାଶଙ୍କୁ ଆକ୍ରମଣ ସହିତ ତାଙ୍କ ସୁନାଚେନକୁ ମଧ୍ୟ ଅଭିଯୁକ୍ତମାନେ ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି ଖବର ପ୍ରଚାରିତ ହେବା ପରେ ବିଭିନ୍ନ ମହଲରେ ଘଟଣାକୁ ଦୃଢ ନିନ୍ଦା କରାଯିବା ସହିତ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି ହୋଇଛି। ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ ଜନ ଆନ୍ଦୋଳନ ହେବ ବୋଲି ଗୁରୁବାର ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri