ଦୀଘା ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣକୁ ନେଇ ଦ୍ବନ୍ଦ୍ବ ଦୂର କଲେ ଆଇନମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୫ା୫: ଦୀଘାରେ ଜଗନ୍ନାଥ ଧାମ ବିବାଦକୁ ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ବୈଠକ ଶେଷ ପରେ ଖବରଦାତା ସମ୍ମିଳନୀରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଦୀଘା ଜଗନ୍ନାଥ ମନ୍ଦିର ମୂର୍ତ୍ତି ନିର୍ମାଣକୁ ନେଇ ଦ୍ବନ୍ଦ୍ବ ଦୂର କରିଛନ୍ତି। ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ ବୋଲି ମନ୍ତ୍ରୀ କହିଛନ୍ତି। ମହାରଣା ସେବକଙ୍କ ସହ ଆଲୋଚନା ପରେ ଏହା ସ୍ପଷ୍ଟ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି।

ମାତ୍ର ଅଢ଼େଇ ଫୁଟ ଉଚ୍ଚ ଦାରୁରେ ମୂର୍ତ୍ତି ନିର୍ମାଣ ଅସମ୍ଭବ। ରାମକୃଷ୍ଣ ଦାସମହାପାତ୍ର ଏହା କହୁ କହୁ କହି ଦେଇଥିବା ଜଣାଇଛନ୍ତି। ଭୁବନେଶ୍ବରର ସୁଦର୍ଶନ ମହରଣା ନିମ୍ବ କାଠରେ ମୂର୍ତ୍ତି ତିଆରି କରିଛନ୍ତି। ଏହି ମୂର୍ତ୍ତି ନେଇ ରାମକୃଷ୍ଣ ଦୀଘାରେ ଦେଇଛନ୍ତି ବୋଲି ଆଇନମନ୍ତ୍ରୀ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ଦୀଘା ଜଗନ୍ନାଥ ଧାମକୁ ନେଇ ମୁହଁ ଖୋଲିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମମତା ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ପୁରୀ ମନ୍ଦିର ଓ ଜଗନ୍ନାଥଙ୍କୁ ସମ୍ମାନ କରୁ। ସାରା ଦେଶରେ କାଳୀ ମନ୍ଦିର ଓ ଗୁରୁଦ୍ୱାର ରହିଛି। ମାତ୍ର ଦୀଘା ମନ୍ଦିରକୁ ନେଇ ଏତେ ରାଗ କାହିଁକି ବୋଲି ଓଡ଼ିଶା ସରକାରଙ୍କୁ ମମତା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri