ଅଦିନିଆ ରଥଯାତ୍ରା ନେଇ ଆଇନ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ବନ୍ଦ ନ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୬।୬: ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ ନେଇ ରାଜ୍ୟ ଆଇନ ମନ୍ତ୍ରୀ କଡ଼ା ଚେତାବନୀ ଜାରି କରିଛନ୍ତି। ଗଜପତି ମହାରାଜା ଇସ୍କନ୍‌କୁ ଚିଠି ଲେଖି ଏହା ଆୟୋଜନ ନ କରିବାକୁ ବାରଣ କରିସାରିଥିବା ସେ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, “ନୂଆପଡ଼ାରେ ଏହିପରି ଆୟୋଜନ ହେଉଥିବା ଜଣାପଡ଼ିବା ପରେ ଆମେ ତାହାକୁ ବନ୍ଦ କରି ସାରିଛୁ। ଅନ୍ୟ କୌଣସି ସ୍ଥାନରେ ଏହା ବନ୍ଦ ନ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।”
ଏହି ନିଷ୍ପତ୍ତି ପୁରୀର ପାରମ୍ପରିକ ରଥଯାତ୍ରାର ମର୍ଯ୍ୟାଦା ଓ ଧାର୍ମିକ ମହତ୍ତ୍ୱକୁ ସୁରକ୍ଷିତ ରଖିବା ପାଇଁ ନିଆଯାଇଥିବା ଜଣାପଡ଼ିଛି। ସରକାର ଏହାକୁ ଗୁରୁତ୍ୱର ସହ ନେଇ ସମସ୍ତ ସ୍ଥାନରେ କଡ଼ା ନଜର ରଖିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri