ଶ୍ରୀମନ୍ଦିରକୁ ନେଇ ଆଇନ୍‌ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ସ୍ଥାୟୀ ପ୍ରଶାସକ ନିଯୁକ୍ତ ହେବେ। ଏନେଇ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି ବୋଲି ସେ କହିଛନ୍ତି। ଆସନ୍ତା ୩ ମାସରେ ସରକାରଙ୍କ ପ୍ରଥମ ୧୦୦ ଦିନର ଏଜେଣ୍ଡାରେ ସ୍ଥାୟୀ ପ୍ରଶାସକ ନିଯୁକ୍ତି ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ହେବ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି।
ପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ନୀତିକାନ୍ତିଠୁ ଆରମ୍ଭ କରି ଦର୍ଶନ ପର୍ଯ୍ୟନ୍ତ ଅନେକ କଥାକୁ ଶୃଙ୍ଖଳିତ କରିବା ପାଇଁ ଯେଉଁ ସବୁ ଯୋଜନା ତିଆରି ହୋଇଛି, ସେ ସବୁକୁ ଅନୁଧ୍ୟାନ କରିବା ପାଇଁ ଜଣେ ସ୍ଥାୟୀ ପ୍ରଶାସକ ନିହାତି ଆବଶ୍ୟକ। ଶୀମନ୍ଦିରରେ ସ୍ଥାୟୀ ପ୍ରଶାସକ ନିଯୁକ୍ତି ନେଇ ମାନ୍ୟବର କୋର୍ଟଙ୍କ ନିର୍ଦ୍ଦେଶ ମଧ୍ୟ ରହିଛି ବୋଲି ଆଇନ୍‌ ମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri