ଆଇନମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ…

କେନ୍ଦ୍ରାପଡ଼ା,୧୬ା୧୧: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବଳଦେବଜୀଉଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ୧୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସମୀକ୍ଷା ପରେ ଆଇନମନ୍ତ୍ରୀଙ୍କ ଏହି ସୂଚନା ଦେଇଛନ୍ତି। କେନ୍ଦ୍ରାପଡ଼ା ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସମୀକ୍ଷା ବୈଠକ ବସିଥିଲା। ଏହା ପରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଫାଇନାଲ ଡିପିଆର ପ୍ରସ୍ତୁତ କରାଯାଇ ଚଳିତ ଆର୍ଥିକ ବର୍ଷରୁ କାମ ଆରମ୍ଭ ହେବ।

ଜିଲାପାଳ, ଉପଜିଲାପାଳ, ଏଣ୍ଡାମେଣ୍ଟ କମିଶନରଙ୍କ ଉପସ୍ଥିତିରେ ଉକ୍ତ ବୈଠକରେ ଏହା ଚୂଡ଼ାନ୍ତ ହୋଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri