ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଖଣ୍ଡଗିରିରେ ହେବନି…

ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍‌ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଭଳିସ୍ଥତିରେ ଆଇନ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଙ୍ଗଳବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି, ଛତିଶଗଡ଼ ପରି ଓଡ଼ିଶାରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଓଡ଼ିଶାରେ ଜନମତ ମଧ୍ୟ ସ୍ପଷ୍ଟ ଅଛି, ଅଶ୍ଳୀଳ ନୃତ୍ୟ ନ ହେଉ। ଏନେଇ ଆୟୋଜକ ଏବଂ ଯାତ୍ରା ପାର୍ଟି ମାଲିକଙ୍କୁ ମଧ୍ୟ ଅବଗତ କରାଯାଇଛି। ସଂସ୍କୃତି ବିଭାଗ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଅବଗତ କରାଯାଇଛି।

ଅନ୍ୟପକ୍ଷେ ଆଗକୁ ଖଣ୍ଡଗିରି ଯାତ୍ରା ଥିବାବେଳେ ପେଣ୍ଡାଲରେ ଅଶ୍ଳୀଳ ନୃତ୍ୟ ପରିବେଷଣ କଲେ ପରିଣାମ ସାମ୍ନା କରିବାକୁ ପଡିବ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ ମଙ୍ଗଳବାର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଗର୍ଭ ନଷ୍ଟ କରି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ, ବାପଘର ଲୋକେ ଅଭିଯୋଗ ଆଣି କହିଲେ…

ପରଜଙ୍ଗ,୧ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ମାଣିକମରା ଗାଁରେ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କର ୩ ମାସର ଗର୍ଭ ନଷ୍ଟ ସହ…

ଲ୍ୟାଣ୍ଡମାଇନ ବିସ୍ଫୋରଣରେ କୋବ୍ରା ବାଟାଲିଅନର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଗୁରୁତର, ରାଞ୍ଚି ଏୟାରଲିଫ୍ଟ

ବଣାଇଁ,୧ା୩(ପ୍ରଦୀପ ତ୍ରିପାଠୀ): ଓଡିଶା-ଝାଡ଼ଖଣ୍ଡ ସୀମା ସଂଲଗ୍ନ ସାରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ଚାଲି ଥିବା ବେଳେ ରବିବାର ସକାଳେ ଏକ ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଛି। ଏହି…

ଖାମେନେଇଙ୍କ ଫଟୋକୁ ସିଗାରେଟ ଜଳାଇ ନିଆଁ ଲଗାଇଥିବା ଯୁବତୀ ଏବେ ଖୁବ ଖୁସି କାହିଁକି? ଭାଇରାଲ ହେଉଛି ଭିଡ଼ିଓ

ତେହରାନ,୧।୩: ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣରେ ମୃତ୍ୟୁ ଘଟିଛି। ଇରାନରେ ଅଶାନ୍ତି ମଧ୍ୟରେ, ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ…

ମୁନିଗୁଡା ବ୍ଲକ କାର୍ଯ୍ୟାଳୟ ଗେଟ୍‌ ଆଗରେ: ପଡିଛି କର୍ମଚାରୀ ମୃତଦେହ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା 

ମୁନିଗୁଡା,୧।୩(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡାରେ ଏକ ଅଭାବନୀୟ ଘଟଣା ଘଟିଛି। ମୁନିଗୁଡା ବ୍ଲକ କାର୍ଯ୍ୟାଳୟ ଗେଟ୍‌ ଆଗରେ ବ୍ଲକର ଜଣେ ଯୁବ କର୍ମଚାରୀଙ୍କ ମୃତଦେହ…

ପୁଣି ବନ୍ଧା ହେଲେ ଚର୍ଚ୍ଚିତ ପ୍ରେମିକ ଟୁଙ୍ଗୁରୁ ଭୋଳ, ଏଥର ଏମିତି କାମ କରି…

ଭୁବନେଶ୍ୱର,୧ା୩(ତ୍ରିନାଥ ମହାନ୍ତି): ପୁଣି ବନ୍ଧା ହୋଇଛନ୍ତି ବହୁ ଚର୍ଚ୍ଚିତ ପ୍ରେମିକ ତଥା ଆଲୋକ ଭୋଳ ଓରଫ ଟୁଙ୍ଗୁରୁ। ପୂର୍ବରୁ ଅନେକ ଥର ଚୋରି କରି ଜେଲ୍‌ ଯାଇଥିବା…

ବିସ୍ଫୋରକ କାରଖାନାରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ

ନାଗପୁର,୧।୩: ମହାରାଷ୍ଟ୍ରର ନାଗପୁର ଜିଲାରେ ରବିବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ନାଗପୁର ଜିଲାର କାଟୋଲ ତହସିଲରେ ଏକ ବିସ୍ଫୋରକ କାରଖାନାରେ ବିସ୍ଫୋରଣ ଘଟି ଅତି କମରେ…

ଝାଡ଼ଖଣ୍ଡକୁ ହେଉଥିଲା ଗଞ୍ଜେଇ ଚାଲାଣ, କାର୍‌ ଜବତ କରି ୨ ଜଣଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହେବା ନେଇ ବିଭିନ୍ନ ମହଲରେ ଅଭିଯୋଗ ହେବା ପରେ ପୋଲିସ ଏବେ ଆକ୍ସନ ମୋଡ଼ରେ ରହିଛି। ଜିଲାରେ…

ମୃତ୍ୟୁ ପୂର୍ବରୁ ଶେଷ ଭାଷଣ ଦେଇଥିଲେ ଖାମେନେଇ, ଜାଣନ୍ତୁ ଟ୍ରମ୍ପଙ୍କୁ ନେଇ କ’ଣ କହିଥିଲେ

ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ଆମେରିକା-ଇସ୍ରାଏଲ ଆକ୍ରମଣରେ ମୃତ୍ୟୁ ଘଟିଛି। ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଇରାନରେ ଭୟର ବାତାବରଣ ସୃଷ୍ଟି କରିଛି। ଏହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri