
କଟକ ଅଫିସ,୭ା୭: ମଧୁସୂଦନ ଆଇନ ମହାବିଦ୍ୟାଳୟର ଛାତ୍ରୀଛାତ୍ର ପରୀକ୍ଷା ବର୍ଜନ କରିଛନ୍ତି। ମହାବିଦ୍ୟାଳୟର ୩ କର୍ମଚାରୀ କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଥିବାରୁ ପରୀକ୍ଷା କେନ୍ଦ୍ର ବଦଳାଇବା ଏବଂ ଅନ୍ଲାଇନ୍ରେ ପରୀକ୍ଷା ଦେବାକୁ ଛାତ୍ରୀଛାତ୍ର ଦାବି କରିଛନ୍ତିି।
କଟକ ଅଫିସ,୭ା୭: ମଧୁସୂଦନ ଆଇନ ମହାବିଦ୍ୟାଳୟର ଛାତ୍ରୀଛାତ୍ର ପରୀକ୍ଷା ବର୍ଜନ କରିଛନ୍ତି। ମହାବିଦ୍ୟାଳୟର ୩ କର୍ମଚାରୀ କରୋନା ପଜିଟିଭ୍ ଭାବେ ଚିହ୍ନଟ ହୋଇଥିବାରୁ ପରୀକ୍ଷା କେନ୍ଦ୍ର ବଦଳାଇବା ଏବଂ ଅନ୍ଲାଇନ୍ରେ ପରୀକ୍ଷା ଦେବାକୁ ଛାତ୍ରୀଛାତ୍ର ଦାବି କରିଛନ୍ତିି।
କେନ୍ଦୁଝର,୬ା୬(ସ୍ବ.ପ୍ର.) କେନ୍ଦୁଝରଗଡ଼ ରେଳ ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍ର ୩ଟି ବଗି ଲାଇନ୍ଚ୍ୟୁତ ହେବା ଫଳରେ ଟ୍ରେନ୍ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ଆଜି ଦିନ...
ରେଢାଖୋଲ,୧୫।୮(ଡି.ଏନ.ଏ): ରେଢାଖୋଲ କଦମ୍ବପଡ଼ିଆରେ ୭୫ତମ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି। ଉପଜିଲାପାଳ ପବିତ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତକା ଉତ୍ତୋଳନ କରିଥିଲେ।...
ବରଗଡ଼ ଅଫିସ୍,୧୫।୨: ବରଗଡ଼ ଜିଲା ବିଜେପୁର ବ୍ଲକ ମୁଣ୍ଡୋମହୁଲ ଗ୍ରାମର ୩ ଜଣ ଛାତ୍ରୀ ଲିଲି ତରିଆ, ପୂଜା ଷାଣ୍ଢ ଏବଂ ପ୍ରୀତି ଭୁଏ ରାଜ୍ୟ...
ମାଲକାନଗିରି,୩ା୬(ସ୍ବ.ପ୍ର.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ କୁରୁମାନୁର ପଞ୍ଚାୟତ ସିଲେରୁ ନଦୀରେ ଡଙ୍ଗାବୁଡ଼ି ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବାବେଳେ ଦୁଇ ନିଖୋଜ ଅଛନ୍ତି। ଡଙ୍ଗାଟି...
ଭୁବନେଶ୍ବର, ୧୩ା୨(ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନକୁ ଆଉ ମାତ୍ର ଗୋଟିଏ ବର୍ଷ ସମୟ ଥିବାବେଳେ ଏହା ପୂର୍ବରୁ ରାଜ୍ୟ ରାଜନୀତି ଚଳଚଞ୍ଚଳ ହେବା ଆରମ୍ଭ ହେଲାଣି।...
କୋରାପୁଟ,୨୯ା୮(ସ୍ବ.ପ୍ର.): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର ଦିନିକିଆ କୋରାପୁଟ ଗସ୍ତରେ ଆସି ସ୍ଥାନୀୟ ଜିଲା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଆୟୋଜିତ ସମୀକ୍ଷା ବୈଠକରେ...
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜଧାନୀରେ ସ୍ଥାନୀୟ ଆକ୍ରାନ୍ତ ଓ ବସ୍ତି ସଂକ୍ରମଣ ଚିନ୍ତା ବଢ଼ାଇଲାଣି। ଦିନକୁ ଦିନ ଭୁବନେଶ୍ୱରରେ ସଂକ୍ରମଣ ମାଡ଼ୁଥିବାବେଳେ ବର୍ତ୍ତମାନର ସ୍ଥିତିରୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା...
କେନ୍ଦ୍ରାପଡ଼ା ଅଫିସ,୬ା୧୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୧୦ରୁ ୩୦ ତାରିଖ ପର୍ଯ୍ୟନ୍ତ ବାଣ ଫୁଟାଇବା ଉପରେ କଟକଣା ଜାରି...