ଆଇନ ଛାତ୍ରୀଛାତ୍ରଙ୍କ ପରୀକ୍ଷା ବର୍ଜନ

କଟକ ଅଫିସ,୭ା୭: ମଧୁସୂଦନ ଆଇନ ମହାବିଦ୍ୟାଳୟର ଛାତ୍ରୀଛାତ୍ର ପରୀକ୍ଷା ବର୍ଜନ କରିଛନ୍ତି। ମହାବିଦ୍ୟାଳୟର ୩ କର୍ମଚାରୀ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଥିବାରୁ ପରୀକ୍ଷା କେନ୍ଦ୍ର ବଦଳାଇବା ଏବଂ ଅନ୍‌ଲାଇନ୍‌ରେ ପରୀକ୍ଷା ଦେବାକୁ ଛାତ୍ରୀଛାତ୍ର ଦାବି କରିଛନ୍ତିି।