ଭୁବନେଶ୍ୱର, ୨୦।୫ (କ୍ରୀଡ଼ା ପ୍ରତିନିଧି): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ବୋଲିଂ ଆସୋସିଏଶନ ଆନୁକୂଲ୍ୟରେ ନୟାପଲ୍ଲୀସ୍ଥିତ ଇନ୍ଡୋର ହଲ୍ରେ ଲନ୍ ବଲ୍ସ ବୈଷୟିକ ଅଧିକାରୀ ଓ କୋଚ୍ଙ୍କ କର୍ମଶାଳା ଶୁକ୍ରବାର ଶେଷ ହୋଇଛି। ରାଜ୍ୟ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନା, ବୋଲିଂ ଫେଡେରେଶନ ଅଫ୍ ଇଣ୍ଡିଆର ବୈଷୟିକ ଅଧିକାରୀ ପାରସ ଶର୍ମା, ନୀତୀନ ବାସଓ୍ବାନୀ ଏବଂ ଓଡ଼ିଶା ବୋଲିଂ ଆସୋସିଏଶନ ସମ୍ପାଦକ ସୁମିତ ରଞ୍ଜନ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ।
ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…
ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁ ଜଣେ ୭…
ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…
ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…
କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍
ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…
ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍: ଟେନ୍ସନ୍ରେ ଚାଇନା
ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…
ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ
ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…
ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ
ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…
ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ
ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…
BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ
ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…
Archives

