ଲରେନ୍ସ ଆଣ୍ଡ ମାୟୋର ନୂତନ କଲେକ୍ସନ

ଭୁବନେଶ୍ୱର,୨୮।୬: ଦେଶର ପ୍ରମୁଖ ଅପ୍ଟିକାଲ ବ୍ରାଣ୍ଡ୍‌ ‘ଲରେନ୍ସ ଆଣ୍ଡ ମାୟୋ’ର ନୂତନ କଲେକ୍ସନ ‘ଦି ୟୁନାଇଟେଡ୍‌ କଲର୍ସ ଅଫ୍‌ ବେନେଟ୍‌ଟନ୍‌ (ୟୁସିବି) ଆଇଓ୍ବେର’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଉକ୍ତ ବ୍ରାଣ୍ଡ୍‌ର ଫ୍ରେମ୍‌ ଏବଂ ସନ୍‌ ଗ୍ଲାସେସ୍‌ର ବ୍ୟାପକ ସମ୍ଭାର ଲରେନ୍ସ ଆଣ୍ଡ ମାୟୋର ସମସ୍ତ ଷ୍ଟୋରରେ ଉପଲବ୍ଧ। ଏ ସମ୍ପର୍କରେ ବ୍ରାଣ୍ଡ୍‌ର ନିର୍ଦ୍ଦେଶକ ଅମିତାଭ ମେଣ୍ଡୋଜା କହିଥିଲେ, ଗ୍ରାହକଙ୍କ ଚାହିଦା ମୁତାବକ ବିଭିନ୍ନ ବ୍ରାଣ୍ଡ୍‌ ସହିତ ୟୁସିବି ଆଇଓ୍ବେରସନ ଫ୍ରେମ୍‌, ସନ୍‌ଗ୍ଲାସ୍‌ ଓ ଅନ୍ୟାନ୍ୟ ଡିଜାଇନ ଏବଂ ବ୍ରାଣ୍ଡ୍‌ର ଗ୍ଲାସ୍‌ ଆଦି ଷ୍ଟୋରରେ ଉପଲବ୍ଧ କରାଉଛୁ। ସେହିଭଳି ବ୍ରାଣ୍ଡ୍‌ର ରିଟେଲ ହେଡ୍‌ ଇଣ୍ଡିଆ ଶୁବ୍ରମଣ୍ୟମ ହେଗେଡ୍‌ କହିଛନ୍ତି, ବର୍ତ୍ତମାନ ସମୟର ଚାହିଦା ଓ ଗ୍ରାହକଙ୍କ ଆବଶ୍ୟକତାକୁ ନଜରରେ ରଖି ଏଭଳି ଏକ ଉତ୍ପାଦର ବଜାର ପ୍ରବେଶ କରାଉଛି। ସେହପରି ବ୍ରାଣ୍ଡ୍‌ର ଭୁବନେଶ୍ୱର ଷ୍ଟୋର ଦ୍ୱୟରେ କାରେରା, ରେବେନ୍‌, ଟମି ହିଲ୍‌ଫିଗର୍‌, ସିଲୁଏଟ୍‌, ଭୋଗ୍‌, ଏମ୍ପୋରିଓ ଅରମାନି, ଓକଲି, ଏଲେ, ବୁର୍ବେରି, ମଣ୍ଟ ବ୍ଲାଙ୍କ୍‌ ଭଳି ୫୦ରୁ ଅଧିକ ବ୍ରାଣ୍ଡ୍‌ର ଡିଜାଇନ ଚଷମା ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri