ବାସ୍ତୁଶାସ୍ତ୍ରରେ ଭୋଜନକୁ ନେଇ ନିୟମ

ଭୋଜନ କରିବାକୁ ନେଇ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି। ଯଥା: ପୂର୍ବ ଦିଗକୁ ମୁହଁ କରି ଖାଇଲେ ମାନସିକ ଚାପ ଦୂର ହୁଏ, ମସ୍ତିଷ୍କ ଫୂର୍ତ୍ତି ରହେ ଏବଂ ଖାଦ୍ୟ ଭଲଭାବେ ହଜମ ହୁଏ। ଯେଉଁମାନେ ଧନ, ବିଦ୍ୟା ଓ ଆଧ୍ୟାତ୍ମିକ ଶକ୍ତି ପ୍ରାପ୍ତ କରିବାକୁ ଚାହାନ୍ତି ସେମାନେ ଉତ୍ତର ଦିଗକୁ ମୁହଁ କରି ଭୋଜନ କରିବା ଉତ୍ତମ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। କ୍ୟାରିୟର ସଚେତନ ଯୁବପିଢ଼ି ଓ ବିଦ୍ୟାର୍ଥୀ ଏହି ଦିଗକୁ ମୁହଁ କରି ଭୋଜନ କରିବା ଲାଭଦାୟକ ହୋଇଥାଏ ବୋଲି ବିଶ୍ୱାସ ରହିଛି।

ପଶ୍ଚିମ ଦିଗକୁ ଲାଭର ଦିଗଭାବେ ବିବେଚନା କରାଯାଏ। ବ୍ୟବସାୟ, ଚାକିରି କରିଥିବା ବ୍ୟକ୍ତି ଏହି ଦିଗକୁ ମୁହଁ କରି ଭୋଜନ କରିବା ଶୁଭ ହୋଇଥାଏ। ଯେଉଁମାନଙ୍କର ମାତାପିତା ଜୀବିତ ଅଛନ୍ତି ସେମାନେ ଦକ୍ଷିଣ ଦିଗକୁ ମୁହଁ କରି ଖାଇବା ଉଚିତ ନୁହେଁ।

କୁହାଯାଏ, ଏହି ଦିଗକୁ ମୁହଁ କରି ଖାଇଲେ ମାତାପିତାଙ୍କ ଶରୀର ଉପରେ କୁ-ପ୍ରଭାବ ପଡିଥାଏ। ତେବେ ବାସ୍ତୁଶାସ୍ତ୍ରରେ ଆଉ ଏକ କଥା ମଧ୍ୟ କୁହାଯାଇଛି, ଭୋଜନ କରିବାକୁ ଗୋଟେ ଥର ବସିଲେ ପେଟପୂରା ଖାଇସାରିକି ହିଁ ଉଠିବା ଦରକାର; ଯାହାକି ଉଭୟ ଶରୀର ଓ ମନକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍‌ ବାଲାନ୍ସ, ମାଲାମାଲ୍‌ ହେବେ…

ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍‌ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri