ବାସ୍ତୁଶାସ୍ତ୍ର ଅନୁଯାୟୀ ପୂଜା କରିବାର ନିୟମ

ବାସ୍ତୁଶାସ୍ତ୍ର ଅନୁଯାୟୀ, ପୂଜାକୁ ସଫଳ ଓ ଫଳପ୍ରଦ କରିବାକୁ ହେଲେ ଦେବୀଦେବତାଙ୍କର ପ୍ରତିମା ସ୍ଥାପନାଠୁ ଆରମ୍ଭ କରି ତାଙ୍କୁ ଆରାଧନା କରିବା ପର୍ଯ୍ୟନ୍ତ କିଛି ନା କିଛି ନିୟମ ମାନିବାକୁ ହୋଇଥାଏ। ଯଦ୍ଦ୍ବାରା ସେମାନଙ୍କର ଆଶିଷ ଲାଭ ହେବା ସହ ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇଥାଏ। ଯେମିତିକି:

ଦେବାଦେବୀଙ୍କ ପ୍ରତିମା ସ୍ଥାପନା କରିବା ପୂର୍ବରୁ ଘରକୁ ଭଲ ଭାବରେ ସଫାସୁତୁରା କରିବା ସହ ଅନାବଶ୍ୟକ ଜିନିଷକୁ ଘରୁ ବାହାର କରଦେବା ଦରକାର। କାରଣ ବେକାର ପଡ଼ିଥିବା ଜିନିଷ ଘରେ ନକାରାତ୍ମକ ଉର୍ଜ୍ଜା ସୃଷ୍ଟି କରିଥାଏ।
ସେହିପରି ଦେବାଦେବୀଙ୍କର ମୂର୍ତ୍ତି ହେଉ ଅବା ଫଟୋକୁ ଘରର ପୂର୍ବ ଦିଗରେ ଏପରି ସ୍ଥାପନା କରିବେ, ଯେମିତିକି ତାଙ୍କ ମୁଖ ପଶ୍ଚିମ ଦିଗ ଆଡକୁ ଏବଂ ପୂଜା କରିବା ସମୟରେ ଆପଣଙ୍କ ମୁହଁ ପୂର୍ବ ଦିଗ ଆଡକୁ ରହୁଥିବ। ଏପରି କଲେ ଘରେ ସୁଖ ସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।
ଅନ୍ୟପକ୍ଷେ କୁହାଯାଏ, ଠାକୁର ଘରର କାନ୍ଥରେ ସିନ୍ଦୁରରେ ଓଁ ଏବଂ ସ୍ବସ୍ତିକ ଚିହ୍ନ କରିବା ମଧ୍ୟ ଶୁଭ ଲକ୍ଷଣ ହୋଇଥାଏ।
ପୂଜା କଲାବେଳେ ତମ୍ବା କିମ୍ବା ପିତଳ ବାସନକୁସନ ବ୍ୟବହାର କରିବା ଭଲ। ଆପଣ ଚାହିଁଲେ ରୂପାର ଥାଳି ଓ ଜଳପାତ୍ରକୁ ମଧ୍ୟ ପୂଜାରେ ବ୍ୟବହାର କରିପାରିବେ।
ତା’ଛଡ଼ା ଘରର ମୁଖ୍ୟ ଦ୍ୱାରରେ ସିନ୍ଦୁରରେ ସ୍ବସ୍ତିକ ଚିହ୍ନ କରି ଆମ୍ବଡାଳ ବାନ୍ଧିଲେ ଘରେ ସକାରତ୍ମକ ଉର୍ଜ୍ଜା ଉତ୍ପନ୍ନ ହେବା ସହ ପ୍ରଭୂକୃପା ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?