ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ ଅଶୋକ କୁମାର ଦାଶ କହିଛନ୍ତି, କେନ୍ଦ୍ର ଅର୍ଥମନ୍ତ୍ରୀ ଚିରାଚରିତ ଢଙ୍ଗରେ ଭାରତର କର୍ପୋରେଟ ପୁଞ୍ଜିକୁ ସୁହାଇଲା ଭଳି ବଜେଟ ପ୍ରସ୍ତୁତ କରିଛନ୍ତି ।

କୃଷକମାନଙ୍କ ପାଇଁ ଯେଉଁ ଆଧାରରେ ସର୍ବନିମ୍ନ ମୂଲ୍ୟ ତାହା ପାଳନ ପାଇଁ ଆଇନଗତ ପ୍ରଣିଧାନ ପୂରଣ ହେଲା ନାହିଁ । କାମ କରୁଥିବା ଅଙ୍ଗନବାଡି, ଆଶା, ପାଚିକାଙ୍କ ଭଳି ଜନଜୀବନକୁ ପ୍ରଭାବିତ କରୁଥିବା ଅଣସଂଗଠିତକର୍ମୀମାନଙ୍କ ପାଇଁ ବଜେଟରେ କୌଣସି ପ୍ରାବଧାନ ନାହିଁ । ଛୋଟ ଛୋଟ ଶିଳ୍ପମାନଙ୍କ ପାଇଁ ରିହାତି ଦିଆଯାଇନାହିଁ । ବେକାରୀ ସମସ୍ୟା ସମାଧାନ ପାଇଁ ନିର୍ଦ୍ଦିଷ୍ଟ କୌଣସି ପ୍ରସ୍ତାବ ନାହିଁ । ଅନ୍ୟପକ୍ଷରେ ବଡ ବଡ ଶିଳ୍ପ ପ୍ରତିଷ୍ଠାନକୁ ଟ୍ୟାକ୍ସ ରିହାତି କରି ପୁଞ୍ଜିପତିଙ୍କୁ ସନ୍ତୁଷ୍ଟ କରାଯାଇଛି । ବିଦେଶୀ ପୁଞ୍ଜିକୁ ଆକୃଷ୍ଟ କରିବା ପାଇଁ ଟିକସ ଛାଡ କରାଯାଇଛି ବୋଲି ସେ ମତ ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) 2026ଟି-20 ବିଶ୍ୱକପ ସମ୍ପର୍କରେ ଏକ ଅଜବ ନିଷ୍ପତ୍ତି ନେଇଛି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ପାକିସ୍ତାନ ଦଳ ଭାରତ ସହିତ ଖେଳିବ…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି ।…

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri