ଆଇନଜୀବୀ ପୀତବାସ ମର୍ଡର ମିଷ୍ଟ୍ରି: ପୋଲିସ କବ୍‌ଜାରେ କିଙ୍ଗ୍‌ପିନ୍‌ ସମେତ ୬ ଜଣ, ବିହାରୀ ବନ୍ଧୁକରେ…

ବ୍ରହ୍ମପୁର,୧୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗତ ୬ ତାରିଖରେ ଅତି ନିକଟରୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡ ପଛରେ ବିହାର ଲିଙ୍କ୍‌ ଥିବା ଜଣାପଡ଼ିଥିଲା। ଶତାଧିକ ସିସିଟିଭି ଓ ଡମ୍ପ ଡାଟା ଆନାଲିସିସ୍‌ କରି ପୋଲିସ ସୁଟରଙ୍କୁ ଚିହ୍ନଟ କରିବା ସହ ଘଟଣାର ମାଷ୍ଟରମାଇଣ୍ଡ ସମେତ ୬ଜଣଙ୍କୁ କାବୁ କରିଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ବିହାର, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ଉତ୍ତରାଖଣ୍ଡ ଯୁବକ ରହିଥିବା ନେଇ ଚର୍ଚ୍ଚା ହେଉଛି। ଖୁବ୍‌ଶୀଘ୍ର ଏହି ବହୁ ଚର୍ଚ୍ଚିତ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିବ ପୋଲିସ କରିବ ବୋଲି ଜଣାପଡ଼ିଛି। ଏନେଇ ଦୀର୍ଘ ୧୧ ଦିନ ଧରି ଚାଲିଥିବା ନାନା କଳ୍ପନାଜଳ୍ପନାର ଏବେ ଅନ୍ତ ଘଟିଛି ବୋଲି କୁହାଯାଇଛି। ବିହାରୀ ବନ୍ଧୁକରେ ପୀତବାସଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri