ଆଇନଜୀବୀ ପୀତବାସ ମର୍ଡର ମିଷ୍ଟ୍ରି: ପୋଲିସ କବ୍‌ଜାରେ କିଙ୍ଗ୍‌ପିନ୍‌ ସମେତ ୬ ଜଣ, ବିହାରୀ ବନ୍ଧୁକରେ…

ବ୍ରହ୍ମପୁର,୧୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ନେତା ତଥା ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗତ ୬ ତାରିଖରେ ଅତି ନିକଟରୁ ଗୁଳିକରି ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡ ପଛରେ ବିହାର ଲିଙ୍କ୍‌ ଥିବା ଜଣାପଡ଼ିଥିଲା। ଶତାଧିକ ସିସିଟିଭି ଓ ଡମ୍ପ ଡାଟା ଆନାଲିସିସ୍‌ କରି ପୋଲିସ ସୁଟରଙ୍କୁ ଚିହ୍ନଟ କରିବା ସହ ଘଟଣାର ମାଷ୍ଟରମାଇଣ୍ଡ ସମେତ ୬ଜଣଙ୍କୁ କାବୁ କରିଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ବିହାର, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ଉତ୍ତରାଖଣ୍ଡ ଯୁବକ ରହିଥିବା ନେଇ ଚର୍ଚ୍ଚା ହେଉଛି। ଖୁବ୍‌ଶୀଘ୍ର ଏହି ବହୁ ଚର୍ଚ୍ଚିତ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିବ ପୋଲିସ କରିବ ବୋଲି ଜଣାପଡ଼ିଛି। ଏନେଇ ଦୀର୍ଘ ୧୧ ଦିନ ଧରି ଚାଲିଥିବା ନାନା କଳ୍ପନାଜଳ୍ପନାର ଏବେ ଅନ୍ତ ଘଟିଛି ବୋଲି କୁହାଯାଇଛି। ବିହାରୀ ବନ୍ଧୁକରେ ପୀତବାସଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri