ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, ଦୁଇଟି ଟ୍ରଙ୍କରେ ୩୦ ହଜାରର ଚାର୍ଜଶିଟ ଦାଖଲ

ବ୍ରହ୍ମପୁର,୪/୧(ସୁବାସ ଚନ୍ଦ୍ର ପାଢ଼ୀ):  ଆଇନଜୀବୀ ତଥା ବିଜେପି ନେତା  ପୀତବାସ ପଣ୍ଡା ହତ୍ୟା ମାମଲାରେ ଚାର୍ଜଶିଟ ଦାଖଲ କଲା ପୋଲିସ । ଦୁଇଟି ଟ୍ରଙ୍କରେ ଏହି ଚାର୍ଜଶିଟ ରହିଛି। ପ୍ରାୟ ୩୦ହଜାର  ପୃଷ୍ଠାର ଚାର୍ଜଶିଟ ବୋଲି ଶୁଣିବାକୁ ମିଳିଛି । ଏହି ମାମଲାର ତଦନ୍ତକାରୀ ଅଧିକାରୀ ତଥା ଵ୍ରହ୍ମପୁର ଟାଉନ ଏସଡ଼ିପିଓ ସନ୍ଧ୍ୟାରେ ଜିଲା ଜଜ କୋର୍ଟ ପରିସରରେ ଥିବା ସିଏସଆଇ ଅଫିସରେ ପ୍ରାଥମିକ ଚାର୍ଜଶିଟ ଦାଖଲ କରିଛନ୍ତି । ଉକ୍ତ ମାମାଲଟି ଏସଡ଼ିଜେଏମ କୋର୍ଟରେ ରହିଛି। ସେ ସମସ୍ତ ଚାର୍ଜଶିଟ ଉକ୍ତ କୋର୍ଟରେ ଦାଖଲ ହେବ ବୋଲି ଜଣାପଡିଛି ।

ସ୍ବତନ୍ତ୍ର ଟ୍ରଙ୍କ  ପେଢିରେ ଏହି ଚାର୍ଜଶିଟ କୋର୍ଟକୁ ନେଇ ଆସିଥିଲା ପୋଲିସ ।  ଅନ୍ୟପଟେ ଏନେଇ ଵ୍ରହ୍ମପୁର ଏସପିଙ୍କୁ ପଚାରିବାରୁ ସେ ଏନେଇ କିଛି କହିବି ନାହିଁ ବୋଲି କହିଛନ୍ତି। ପୂର୍ବରୁ ଗତ ଡ଼ିସେମ୍ବର ୯ ତାରିଖରେ ମାମଲାର ସିଡ଼ି ତଥା କେସ୍ ଡାଏରୀ ଦାଖଲ କରିଥିଲା ପୋଲିସ । ଏହି ମାମଲାରେ ପୋଲିସ  ଗିରଫ କରିଥିବା ଅଭିଯୁକ୍ତ ମାନଙ୍କ ମଧ୍ୟରେ ରହିଛନ୍ତି ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁ, ବିଜେଡ଼ି କର୍ପୋରେଟର ମଳୟ ବିଷୋୟୀ, ବିଜେଡ଼ି ନେତା ମଦନ ଦଳେଇ ରହିଛନ୍ତି । ଏହି ମାମଲାରେ ଜାମିନ ପାଇଁ ବିକ୍ରମ ପଣ୍ଡା ହାଇକୋର୍ଟର ଦ୍ବାରସ୍ଥ ହୋଇଛନ୍ତି । ପ୍ରକାଶ ଥାଉକି ଗତ ଅକ୍ଟୋବର ୬ ତାରିଖ ରାତିରେ ବୈକୁଣ୍ଠନଗର  ଛକରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜରେ ପିଜି ଷ୍ଟୁଡେଣ୍ଟ ୟୁନିଅନ୍ ଗଠିତ; ଡ଼ା ବଙ୍ଗାଳୀ ସୋରେନ୍ ସଭାପତି, ଡ଼ା ରାଜେଶ ସାହୁ…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲଠାରେ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀମାନଙ୍କ ଷ୍ଟୁଡେଣ୍ଟ ୟୁନିଅନ୍ ଗଠନ କରାଯାଇଛି। କଲେଜ ଅଧ୍ୟକ୍ଷ ତଥା…

ବଲାଙ୍ଗୀରରେ ବେଆଇନ ଗଞ୍ଜେଇ ବେପାରର ପର୍ଦ୍ଦାଫାଶ: ୨୧ କେଜି ଗଞ୍ଜେଇ ସହ ଦେଶୀ ପିସ୍ତଲ ଜବତ, ୨ କୁଖ୍ୟାତ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ସହରରେ ପୁଣି ଗଞ୍ଜେଇ କାରବାରର ପର୍ଦ୍ଦାଫାଶ କରିଛି ଟାଉନ୍ ଥାନା ପୋଲିସ। ସହରର ନୂଆ ବସଷ୍ଟାଣ୍ଡ ପଛପଟ ରାଜୀବ…

ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାରେ ଯୋଗଦେଲେ ମନ୍ତ୍ରୀ: ଚାଷୀଙ୍କ ଉପସ୍ଥିତି ନଗଣ୍ୟ, ଖାଲି ପଡ଼ିଲା ଅଧିକାଂଶ ଚେୟାର

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲାର ସାହାରପଡ଼ା ବ୍ଲକ୍‌ ଅନ୍ତର୍ଗତ ବଡ଼ବିଲ ପଞ୍ଚାୟତ ପଡ଼ିଆରେ ଶୁକ୍ରବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

ଇନଷ୍ଟାଗ୍ରାମ୍ ରେ ନାବାଳିକା ଙ୍କ ଆପତ୍ତିଜନକ ନଗ୍ନ ଫଟୋ: ଭିଡ଼ିଓ ଭାଇରାଲ ଅଭିଯୋଗ, ଅଭିଯୁକ୍ତ ଜେଲ ଗଲେ   

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ନାବାଳିକା ଙ୍କ ଆପତ୍ତିଜନକ ଫଟୋ ଭିଡ଼ିଓ ଇନଷ୍ଟାଗ୍ରାମ୍ ଜରିଆରେ ହାସଲ କରିବା ପରେ ଟଙ୍କା ପାଇଁ…

ଡେରାବିଶ ବ୍ଲକରେ ୧.୦୬ କୋଟି ଟଙ୍କା ହଡ଼ପ ମାମଲା: କ୍ୟାସିୟର ଶଶିକାନ୍ତ ରଣା ନିଲମ୍ବିତ, ଭିଜିଲାନ୍ସ ତଦନ୍ତ ସହ…

ଡେରାବିଶ,୬।୧୧(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ବହୁଚର୍ଚ୍ଚିତ ସରକାରୀ ଅର୍ଥ ହଡ଼ପ ମାମଲାରେ କ୍ୟାସିୟର ଶଶିକାନ୍ତ ରଣାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…

ଆମ୍ବ ବୁରେଇରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୋଲିସ୍

ବରଗଡ଼,୬।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ୍ ଶୁକ୍ରବାର ସ୍ଥାନୀୟ ଚୋରଗ୍ରିଣ୍ଡୋଲା ଗାଁ ଶେଷରେ ଆମ୍ବବୁରେଇଠାରେ ଚଢ଼ାଉ କରି ୫୨ କେଜି ୨୦୦ ଗ୍ରାମ ଗଞ୍ଜେଇ…

୧.୧୫ ଲକ୍ଷ ଲାଞ୍ଚ ମାଗି ଫସିଗଲେ ବଲାଙ୍ଗିର ସରକାରୀ ITI ପ୍ରିନ୍ସିପାଲ୍: ରେଡ୍‌ହାଣ୍ଡେଡ୍ ଧରାପଡ଼ିଲେ, ୩ ସ୍ଥାନରେ ଭିଜିଲାନ୍ସର…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବଲାଙ୍ଗିର ସରକାରୀ ଆଇଟିଆଇ (ITI) ପ୍ରିନ୍ସିପାଲ୍ ସୁରେଶ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?