ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇଦେଲେ ଆଇନଜୀବୀ, ଛାତ ଉପରୁ ମିଳିଲା…

ଭୁବନେଶ୍ୱର,୨୯ା୮: ରାଜଧାନୀର ପାଣ୍ଡରା ଅଞ୍ଚଳରେ ଗୁରୁବାର ରାତି ଅଧରେ ଘଟିଯାଇଛି ଏକ ଛାତିଧରା ଘଟଣା। ଜଣେ ଆଇନଜୀବୀ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ପୋଲିସ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ନିଜ ଘର ଛାତରେ ଆଇନଜୀବୀ ଜଣକ ଜଳି ଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ତେବେ ଆଇନଜୀବୀ ଜଣକ କାହିଁକି ଆତ୍ମାହୁତି ଦେଲେ ସେ ସମ୍ପର୍କରେ କାରଣ କିଛି ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri