ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇଦେଲେ ଆଇନଜୀବୀ, ଛାତ ଉପରୁ ମିଳିଲା…

ଭୁବନେଶ୍ୱର,୨୯ା୮: ରାଜଧାନୀର ପାଣ୍ଡରା ଅଞ୍ଚଳରେ ଗୁରୁବାର ରାତି ଅଧରେ ଘଟିଯାଇଛି ଏକ ଛାତିଧରା ଘଟଣା। ଜଣେ ଆଇନଜୀବୀ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ମଞ୍ଚେଶ୍ୱର ପୋଲିସ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ନିଜ ଘର ଛାତରେ ଆଇନଜୀବୀ ଜଣକ ଜଳି ଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ତେବେ ଆଇନଜୀବୀ ଜଣକ କାହିଁକି ଆତ୍ମାହୁତି ଦେଲେ ସେ ସମ୍ପର୍କରେ କାରଣ କିଛି ଜଣାପଡ଼ିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri