Posted inଫୁରସତ

ବିବାହ ପାଇଁ ଏମିତି ସର୍ତ୍ତ ରଖିଲେ ବର ସୋସିଆଲ ମିଡିଆରେ ଭାଇରାଲ ହେଲା ବିଜ୍ଞାପନ

କୋଲକାତା,୫ ।୧୦: ବିବାହ ପାଇଁ ଏବେ ବିଭିନ୍ନ ପ୍ରକାର ମ୍ୟାଟ୍ରିମୋନିଆଲ ସାଇଟରେ ଖୋଜା ଚାଲିଛି ବରକନ୍ୟା । ଏଥିରେ ସାଧାରଣତଃ ଅନେକ ଲୋକ ସୁନ୍ଦର, ଗୋରା ଓ ପତଳା ଝିଅ ଖୋଜୁଥିବା ଲକ୍ଷ୍ୟ କରାଯାଇଛି । ହେଲେ ନିକଟରେ ଏମିତି ଏକ ବିଜ୍ଞାପନ ଆସିଛି ଯେଉଁଥିରେ ଥିବା ସର୍ତ୍ତକୁ ଦେଖି ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଇଛନ୍ତି । ପଶ୍ଚିମବଙ୍ଗର ୩୭ ବର୍ଷୀୟ ଜଣେ ଓକିଲ ତାଙ୍କ ପାଇଁ ଝିଅ ଖୋଜୁଥିବା ବେଳେ ଏକ ବିଜ୍ଞାପନ ଦେଇଥିଲେ । ଏହି ବିଜ୍ଞାପନକୁ ଏବେ ଆଇଏଏସ୍ ନିତିନ ସାଙ୍ଗୱାନ ସୋସିଆଲ ମିଡିଆ ଟୁଇଟରରେ ଶେୟାର୍ କରିଛନ୍ତି । ଓକିଲ ଜଣକ ନିଜ ସମ୍ପର୍କରେ ସମସ୍ତ ବିବରଣି ଦେବା ସହ ଲେଖିଛନ୍ତି ସେ ବିନା କୌଣସି ଡିମାଣ୍ଡରେ ବିବାହ କରିବେ । ହେଲେ କନ୍ୟା ସୁନ୍ଦର, ଡେଙ୍ଗା ଓ ପତଳା ହେବା ସହ ସୋସିଆଲ ମିଡିଆ ବ୍ୟବହାର କରୁ ନ ଥିବେ । ଏହି ବିଜ୍ଞାପନ ଦେଖିବା ପରେ ସମସ୍ତେ ଟିକେ ଭ୍ରୁକୁଞ୍ଚନ କରିଛନ୍ତି । କେହି କେହି କହିଛନ୍ତି ଆଜିକାଲି ସେମିତି କନ୍ୟା ମିଳିବା ମୁସ୍କିଲ । କାରଣ ଏବେ ପ୍ରାୟ ସମସ୍ତଙ୍କର ଅତିକମରେ ଫେସବୁକ, ଟୁଇଟର ଓ ଇନଷ୍ଟାଗ୍ରାମରେ ନିହାତି ଗୋଟିଏ ଆକାଉଣ୍ଟ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କଂସେଇଖାନା ଇଦ୍‌ର ଅଂଶ ନୁହେଁ : ହାଇକୋର୍ଟ

କୋଲକାତା,୨୨।୫: ଗୋହତ୍ୟା କୌଣସି ଧାର୍ମିକ ଉତ୍ସବର ଅଂଶ ହୋଇ ନ ପାରେ । ସର୍ବସାଧାରଣ ସ୍ଥାନରେ ପଶୁହତ୍ୟାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ କହି କଲିକାତା ହାଇକୋର୍ଟ ପଶ୍ଚିମବଙ୍ଗରେ…

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri