Posted inଜାତୀୟ

ଆଇନଜୀବୀମାନେ ଧର୍ମଘଟରେ ଯାଇପାରିବେ ନାହିଁ ଅବା ନ୍ୟାୟିକ କାର୍ଯ୍ୟରୁ ରକ୍ଷା ପାଇପାରିବେ ନାହିଁ: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୦।୪ : ସମସ୍ତ ରାଜ୍ୟର ଆଇନଜୀବୀ ଏବଂ ହାଇକୋର୍ଟଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି, ଓକିଲମାନେ ଧର୍ମଘଟ କରିପାରିବେ ନାହିଁ ଅବା ନିଜ କାର୍ଯ୍ୟରୁ ମଧ୍ୟ ଦୂରେଇ ରହିପାରିବେ ନାହିଁ। ମୁଖ୍ୟ ବିଚାରପତିଙ୍କ ନେତୃତ୍ୱରେ ରାଜ୍ୟ ସ୍ତରୀୟ ଅଭିଯୋଗ ସମାଧାନ କମିଟି ଗଠନ କରିବାକୁ କୋର୍ଟ ସମସ୍ତ ରାଜ୍ୟ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି, ଯେଉଁଠାରେ ପ୍ରକୃତ ସମସ୍ୟା ପାଇଁ ଆଇନଜୀବୀମାନେ ଆବେଦନ କରିପାରିବେ।

ଜଷ୍ଟିସ ଏମଆର ଶାହା ଏବଂ ଜଷ୍ଟିସ ଅହସାନୁଦ୍ଦିନ ଅମାନୁଲ୍ଲାଙ୍କ ନେତୃତ୍ୱରେ ଗଠିତ ସୁପ୍ରିମକୋର୍ଟର ଏକ ବେଞ୍ଚ କହିଛନ୍ତି, ଜିଲା କୋର୍ଟ ସ୍ତରରେ ମଧ୍ୟ ପୃଥକ ଅଭିଯୋଗ ସମାଧାନ କମିଟି ଗଠନ କରାଯିବା ଉଚିତ। ଓକିଲମାନେ ଏଠାରେ ପ୍ରକୃତ ଅଭିଯୋଗର ମାମଲା ମଧ୍ୟ ପଞ୍ଜିକରଣ କରିପାରିବେ। ବେଞ୍ଚ ଦୋହରାଇଛି ବାରର କୌଣସି ସଦସ୍ୟ ଧର୍ମଘଟ କରିପାରିବେ ନାହିଁ। କୋର୍ଟ କହିଛନ୍ତି, ଆଇନଜୀବୀଙ୍କ ଧର୍ମଘଟ ଯୋଗୁଁ ନ୍ୟାୟିକ କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି। ଏଭଳି କରାଯିବା ଠିକ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri