ଆଇନଜୀବୀ ପୀତବାସ ହତ୍ୟା ମାମଲା: ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡା ଅଟକ

ଗଞ୍ଜାମ, ୨୨।୧୦: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାର ତଦନ୍ତ କରୁଥିବା ପୋଲିସ୍ ବ୍ରହ୍ମପୁରର ବରିଷ୍ଠ ରାଜନେତା ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଟକ ରଖିଛି।

ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ପୋଲିସ୍ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇ ଏକ ଅଜ୍ଞାତ ସ୍ଥାନରେ ରଖି ଜେରା କରୁଛି। ତାଙ୍କ ନାମରେ ପୂର୍ବରୁ ମଧ୍ୟ ଅନେକ ମାମଲା ରହିଛି।

ଏହି ମାମଲାରେ ପୂର୍ବରୁ ଜଣେ କର୍ପୋରେଟର୍ ଏବଂ ଜଣେ ଛାତ୍ରନେତାଙ୍କ ସମେତ ମୋଟ ୮ ଜଣଙ୍କୁ ପୋଲିସ୍ ଅଟକ ରଖି ପଚରାଉଚରା ଜାରି ରଖିଥିଲା। ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ଜଣେ ସାର୍ପସୁଟର୍ ଓ ଆଉ ଜଣେ ଛାତ୍ରନେତାଙ୍କୁ ମଧ୍ୟ ଅଟକ ରଖାଯାଇଥିବା ସୂଚନା ମିଳିଛି। ପୀତବାସ ପଣ୍ଡା ହତ୍ୟାକାଣ୍ଡର ତଦନ୍ତ ଜୋରଦାର ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri