ଗାଈ ଚରାଇବାକୁ ଯାଇ ଆଉ ଫେରି ନ ଥିଲେ ଲକ୍ଷ୍ମଣ: ନଦୀ ପଠାରୁ ମିଳିଲା…

ମୋହନା,୩।୧୦(ମନ୍ମଥ ମିଶ୍ର): ଲଘୁଚାପଜନିତ ଲଗାଣ ଅତିପ୍ରବଳ ବର୍ଷାରେ ଗଜପତି ଜିଲାର ମୋହନା ଥାନା ଆନ୍ତର୍ଗତ ବନ୍ଧାଗୁଡା ଗାଁ ଲକ୍ଷ୍ମଣ ମଲ୍ଲିକ ଲୁଡୁରୁ ଗାଁକୁ ଗାଈ ଚରାଇବାକୁ ଯାଇ ନଦୀରେ ନିଖୋଜ ଥିବାର ସୂଚନା ମିଳିଥିଲା l ଗ୍ରାମବାସୀ କୌଣସି ଅନୁସନ୍ଧାନ ପାଇପାରି ନ ଥିଲେ। ଆଜି ସକାଳ ୭ଟାରେ ନଦୀ ପଠାରେ ଏକ ମୃତଶରୀର ଏକ ଗଛକୁ ଲାଗି ରହିଥିବା ଗ୍ରାମବାସୀ ଦେଖିଥିଲେ। ପରେ ଅଗ୍ନିଶମ ବାହିନୀଙ୍କ ଯୋଗାଯୋଗ କରିଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ମୋହନା ପୋଲିସ ପହଞ୍ଚି ଶବ ଉଦ୍ଧାର କରି ଥିଲେ। ମୋହନା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଥିବା ସହ ଶବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ମେଡିକାଲକୁ ପଠାଇଥିବା ଥାନା ଅଧିକାରୀ ବସନ୍ତ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?