ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ମାମଲା: ସିବିଆଇ ତଦନ୍ତ ନେଇ ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

କଟକ,୨।୧: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସତୀ ହତ୍ୟାକାଣ୍ଡ ମାମଲା ସିବିଆଇ ତଦନ୍ତ ନେଇ ମଙ୍ଗଳବାର ହାଇକୋର୍ଟରେ ଶୁଣାଣି ହୋଇଛି। ମାମଲାର ଶୁଣାଣି କରି କାହିଁକି ସିବିଆଇ ତଦନ୍ତ ହେବ ନାହିଁ ବୋଲି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି। ମାର୍ଚ୍ଚ ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାର୍ଚ୍ଚ ୫ ତାରିଖ ସୁଦ୍ଧା ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତରେ କିଛି ଦିଗକୁ ଅଣଦେଖା କରାଯାଇଥିବା ଆବେଦନକାରୀ ଆଇନଜୀବୀ ଦେବାଶିଷ ହୋତା ଆବେଦନରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri