ଫୁଟିଲାନି ବାଣ କି ସୁଭିଲାନି ବ୍ୟାଣ୍ଡବାଜା: ଭକ୍ତ ବିହୁନେ ବିଦାୟ ନେଲେ ମା’ ଗଜଲକ୍ଷ୍ମୀ

ପୁରୁଷୋତ୍ତମପୁର,୫।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ରଥସାହି ମା’ ଗଜଲକ୍ଷ୍ମୀଙ୍କ ପୂଜା ଓ ଭଷାଣି କାର୍ଯ୍ୟକ୍ରମ କରୋନା କଟକଣା ମଧ୍ୟରେ ବୁଧବାର ରାତ୍ରରେ ଶେଷ ହୋଇଛି। କେବଳ ବିଧି ରକ୍ଷା ଲାଗି ଏଥର ପୂଜାମଣ୍ଡପ ପରିବର୍ତ୍ତେ ଏକ ଘର ବାରଣ୍ଡାରେ ଆବଦ୍ଧ କରି ବିଧିବିଧାନରେ ପୂଜା କରିଥିଲେ। ଏହି ଭଷାଣି ଉତ୍ସବରେ ପ୍ରତି ବର୍ଷ ବିଭିନ୍ନ ପ୍ରକାରର ଆତସବାଜି ସାଙ୍ଗକୁ ବ୍ୟାଣ୍ଡବାଜା ସଙ୍ଗୀତରେ ସମଗ୍ର ସହର କମ୍ପି ଉଠୁଥିବା ଓ ଶହ ଶହ ଭକ୍ତଙ୍କ ଗହଣରେ ମା’ ବିଦାୟ ନେଉଥିବା ବେଳେ ତାହା ଆଉ ଦେଖିବାକୁ ମିଳିନାହିଁ। ଭଷାଣି ଉତ୍ସବ ସମ୍ପୁର୍ଣ୍ଣ ରୁପେ ଫିକା ପଡ଼ିଯାଇଛି। କେବଳ ହାତଗଣତି ୫ରୁ ୭ଜଣ ବ୍ୟକ୍ତି ମା’ ଗଜଲକ୍ଷ୍ମୀ ନେଇ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟଚିତ୍ର,ଦିଆସିଲି କାଠି ଓ କାଗଜରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୬ା୧୧:ଦିନକ ପରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଏହି ବେଶକୁ ପଟ୍ଟଚିତ୍ରରେ ଦେଖାଇବାକୁ ଚେଷ୍ଟା କରିଛନ୍ତି ଶିଳ୍ପୀ ପଙ୍କଜ ବେହେରା। ପଙ୍କଜ କହିଛନ୍ତି, କରୋନା କଟକଣା...

ବର୍ଷେ ପରେ ପ୍ରକାଶ ପାଇଲା ବିବିଏଲଏଲବି ପରୀକ୍ଷା ଫଳ

ବ୍ରହ୍ମପୁର ଅଫିସ,୨୭ା୬-ପ୍ରତିଶ୍ରୁତି ରଖିଲେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ା ଗତ ସୋମବାର ଗଞ୍ଜାମ ଆଇନ ମହାବିଦ୍ୟାଳୟର ବିବିଏଲଏଲବି ଛାତ୍ରୀଛାତ୍ର ବିଶ୍ୱବିଦ୍ୟାଳୟ ଘେରାଉ ବେଳେ ଦେଇଥିବା...

ଗାଁ ସାଥୀ କ୍ରିୟାନୁଷ୍ଠାନ କମିଟିର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନୂଆଗାଁ,୨୭।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ବ୍ଲକ ଗାଁ ସାଥୀ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ତରଫରୁ ସୋମବାର ନୂଆଗାଁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି ।...

ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ, ୫।୩: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୬ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବାଲୁକା...

ଏଣ୍ଡୋକ୍ରାଇନ୍‌ ସୋସାଇଟି ବାର୍ଷିକ ସମ୍ମିଳନୀ ଉଦ୍‌ଘାଟିତ ରୋଗୀଙ୍କ ପାଇଁ ଡାକ୍ତର ଦେବତାତୁଲ୍ୟ: ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୧୫ା୧୨-ଭାରତୀୟ ସଂସ୍କୃତିରେ ଡାକ୍ତରଙ୍କୁ ଭଗବାନଙ୍କ ସଦୃଶ ବିବେଚନା କରାଯାଇଛି ା ଭଗବାନ ଯେପରି ମନୁଷ୍ୟର ସମସ୍ୟା, ବ୍ୟାଧି ଦୂର କରିଥାନ୍ତି, ସେହିପରି ଡାକ୍ତର ରୋଗୀଙ୍କ...

ଫକୀରମୋହନଙ୍କ ଫଟୋ ଥିବା ଡାକ ଟିକଟ ଉନ୍ମୋଚିତ

ବାଲେଶ୍ୱର ଅଫିସ,୬ା୭: ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ୭୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଫକୀରମୋହନଙ୍କ ଫଟୋ ଥିବା ଡାକ...

ଭୋଟ୍‌ ଗଣତିକୁ ନେଇ ଅସନ୍ତୋଷ: ପୁନଃ ଗଣନା ଦାବି

କେନ୍ଦୁଝର,୨ା୩(ସ୍ବ.ପ୍ର.): ସଦର ବ୍ଲକ ବାଉରୀପଦା ପଞ୍ଚାୟତର ସରପଞ୍ଚ ପ୍ରାର୍ଥିନୀ ନିର୍ମଳା ଦେହୁରୀ ପୁନଃ ଭୋଟ ଗଣନା ଦାବି କରିଛନ୍ତି। ଏନେଇ ବୁଧବାର ସଦର ବିଡିଓଙ୍କୁ ଲିଖିତ...

ବନ୍ଦ ହେଲା ଅନ୍‌ଲାଇନ୍‌ ଟିକେଟ ବ୍ୟବସ୍ଥା

ଅନୁଗୋଳ ଅଫିସ, ୨୯।୩ – କରୋନା ରୋକିବାକୁ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରାଯିବା ଅତ୍ୟନ୍ତ ଆବଶ୍ୟକ। ଏପରି କି ପରିବା ଦୋକାନ ଠାରୁ...

Advertisement
Archives

Model This Week