ଛତ୍ରପୁର,୨୧ା୧(ଡି.ଏନ୍.ଏ.): ଛତ୍ରପୁର ଏନ୍ଏସିର ବିଜେଡି କାଉନ୍ସିଲର ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲାର ବିଚାର ଛତ୍ରପୁର ଏଡିଜେ କୋର୍ଟରେ ବୁଧବାରଠାରୁ ଆରମ୍ଭ ହୋଇଛି। ବୁଧବାର ଲକ୍ଷ୍ମୀଦତ୍ତଙ୍କ ଭାଇ ତଥା ଏତଲାକାରୀ ଦେବୀଦତ୍ତ ପ୍ରଧାନ ସାକ୍ଷ୍ୟ ପ୍ରଦାନ କରିଥିଲେ। ଗୁରୁବାର ତାଙ୍କ ବଡ଼ଭାଇ ସଞ୍ଜୀବ ପ୍ରଧାନ ସାକ୍ଷ୍ୟ ଦେଇଛନ୍ତି। ହତ୍ୟା ମାମଲାରେ ସେ ୧୫ ଜଣଙ୍କୁ ଚିହ୍ନଟ କରିଛନ୍ତି। ଏଡିଜେ ରାଜା ରଞ୍ଜନ ପାଢ଼ୀ ସାକ୍ଷ୍ୟ ଗ୍ରହଣ କରିଥିଲେ । ଏହି ମାମଲାରେ ୫୪ ଜଣ ସାକ୍ଷୀ ରହିଛନ୍ତି। ଶୁକ୍ରବାର ମଧ୍ୟ ସାକ୍ଷ୍ୟ ଗ୍ରହଣ ହେବ ବୋଲି ଜଣାପଡିଛି । ସ୍ପେଶାଲ ପିପି ତ୍ରିଲୋଚନ ପରିଡ଼ା ମାମଲା ପରିଚାଳନା କରିଥିଲେ ।
ସୂଚନାଯୋଗ୍ୟ, ୨୦୧୭ ସେପ୍ଟେମ୍ବର ୧୬ରେ ଲକ୍ଷ୍ମୀଦତ୍ତଙ୍କୁ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା । ଏହି ମାମଲାରେ ୨୧ ଜଣ ଗିରଫ ହୋଇଥିଲେ । ଛତ୍ରପୁର ଥାନାରେ ନଂ.୧୩୧/୧୭ ଓ କୋର୍ଟ ଏସ୍ଟି ନଂ.୨୬/୧୯ରେ ମାମଲା ରହିଛି । ଦୀର୍ଘ ୩ ବର୍ଷ ପରେ ମାମଲାର ବିଚାର ଆରମ୍ଭ ହୋଇଛି ।
Posted inଆମ ଜିଲା ଖବର, ଗଞ୍ଜାମ View All
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...
ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ
ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...
୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…
ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...
ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…
କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା...
କ୍ରିକେଟ୍ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ
ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...
Archives


