ଜାତୀୟ ପୁରସ୍କାର ପାଇଲେ ଲକ୍ଷ୍ମୀପ୍ରିୟା

ରୂପସା, ୧୪।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ହାତିଆଡ଼ିହା ଗ୍ରାମର ଚିତ୍ରଶିଳ୍ପୀ ଲକ୍ଷ୍ମୀପ୍ରିୟା ପାଣିଗ୍ରାହୀ ଜାତୀୟ ତଥା ଲଳିତକଳା ଏକାଡ଼େମୀ ଚିତ୍ରକଳାରେ ଜାତୀୟ ପୁରସ୍କାର ହାସଲ କରି ସମଗ୍ର ଜିଲା ପାଇଁ ଗୌରବ ଆଣିଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନଭବନରେ ଆୟୋଜିତ ଉତ୍ସବରେ ଲକ୍ଷ୍ମୀପ୍ରିୟାଙ୍କୁ ଉପରାଷ୍ଟ୍ରପତି ଏମ୍‌. ଭେଙ୍କିଆ ନାଇଡୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜି. କିଶନ ରେଡ୍ଡୀ, ଲଳିତକଳା ଏକାଡ଼େମୀ ଅଧ୍ୟକ୍ଷା ରମା ନନ୍ଦୁରି, ସଚିବ ତେମସୁନାରୋ ଜମିର ଓ କେନ୍ଦ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ସଂଯୁକ୍ତା ମୁଦଗଲ ପ୍ରମୁଖ ଉପସ୍ଥିତ ଥିଲେ।୨୦୨୧ର କେନ୍ଦ୍ର ଲଳିତକଳା ଏକାଡ଼େମୀ ପୁରସ୍କାର ୨୦ଜଣ ଶିଳ୍ପୀଙ୍କୁ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?