Posted inଜାତୀୟ

୨୩ ଜଳ ଯୋଜନାର ଶିଳାନ୍ୟାସ: ୪୨ ଲକ୍ଷଙ୍କୁ ମିଳିବ ପିଇବା ପାଣି

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ସୋନଭଦ୍ର ଏବଂ ମିର୍ଜାପୁର ଜିଲାରେ ୨୩ ଜଳ ଯୋଜନାର ଶିଳାନ୍ୟାସ କରିଛନ୍ତି। ଭିଡ଼ିଓ କନଫରେନ୍ସିଂରେ ଆୟୋଜିତ ଏହି ଉତ୍ସବରେ ଯୋଗ ଦେଇ ମୋଦି କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ୩ ହଜାର ୫୦୦ରୁ ଅଧିକ ଗାଁରେ ପିଇବା ପାଣି ପହଞ୍ଚିପାରିବ। ଏହାଯୋଗୁ ୪୨ ଲକ୍ଷରୁ ଅଧିକ ଲୋକ ଉପକୃତ ହୋଇପାରିବେ। ଏହି ଯୋଜନା ପାଇଁ ୫୫୫୫.୩୮ କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି। ଦେଶରେ ଜନସଂଖ୍ୟା ବଢୁଥିବାବେଳେ ଏବେ ପିଇବା ପାଣି ସମସ୍ୟା ବୃଦ୍ଧି ପାଉଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଇଛି। ଲୋକଙ୍କ ସମସ୍ୟା ଦୂର କରିବା ଲାଗି କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମୋଦି କହିଛନ୍ତି। ଆସନ୍ତା ୨୪ ମାସ ମଧ୍ୟରେ ଏହି ଯୋଜନା ସମ୍ପୂର୍ଣ୍ଣ ହେବ ବୋଲି ସମୟ ଧାର୍ଯ୍ୟ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀରୀ ପଣ୍ଡିତଙ୍କ ଟ୍ରାନ୍ସଫର ତାଲିକା ସୋସିଆଲ ମିଡ଼ିଆରେ ଲିକ୍‌, ସରକାରଙ୍କ ବିରୋଧରେ ପ୍ରଦର୍ଶନ କଲେ ଲୋକେ…

ଶ୍ରୀନଗର, ୫।୬ : କଶ୍ମୀରରେ ଲଗାତାର ଟାର୍ଗେଟ କିଲିଂ ମଧ୍ୟରେ ସରକାର ଶ୍ରୀନଗରର ସୁରକ୍ଷିତ ବିବେଚନା କରାଯାଉଥିବା ସ୍ଥାନକୁ ୧୭୭ ଶିକ୍ଷକଙ୍କୁ ଟ୍ରାନ୍ସଫର କରିବା ଲାଗି...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୭।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର କ୍ରିଷ୍ଣା ଘାଟି ସେକ୍ଟରେ ଶନିବାର ସକାଳେ ପାକିସ୍ତାନ ପୁଣି ଥରେ ଅସ୍ତ୍ରବିରିତି ଉଲ୍ଲଂଘନ କରିଛି। ହେଲେ ଏହାର କଡା ଜବାବ...

ପରୀକ୍ଷା ଲାଗି ବିଶ୍ୱବିଦ୍ୟାଳୟକୁ ଅନୁମତି

ନୂଆଦିଲ୍ଲୀ,୭ା୭: ବିଶ୍ୱବିଦ୍ୟାଳୟ ଓ ଉଚ୍ଚଶିକ୍ଷା ଅନୁଷ୍ଠାନଗୁଡ଼ିକ ପରୀକ୍ଷା ପରିଚାଳନା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ଅନୁମତି ପ୍ରଦାନ କରିଛି। ୟୁଜିସିର ପରୀକ୍ଷା ସମ୍ପର୍କିତ ଗାଇଡ୍‌ଲାଇନ ଏବଂ...

ଗୁଣବତ୍ତା ପରୀକ୍ଷାରେ ୪୮ ଔଷଧ ବିଫଳ…

ନୂଆଦିଲ୍ଲୀ,୨୬।୪ : ଦେଶର ସର୍ବୋଚ୍ଚ ସ୍ବାସ୍ଥ୍ୟ ନିୟାମକଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ବଶେଷ ସୁରକ୍ଷା ଆଲର୍ଟରେ ଗୁଣାତ୍ମକ ପରୀକ୍ଷଣରେ ବିଫଳତା ପାଇଁ ସାଧାରଣ ଭାବେ ବ୍ୟବହୃତ...

କର୍ନାଟକରେ ଅପରେଶନ୍‌ ଲୋଟସ୍‌ ଶେଷ: ଏବେ ଲକ୍ଷ୍ୟ ମଧ୍ୟପ୍ରଦେଶ ଉପରେ !

ଭୋପାଳ,୨୪।୭: କର୍ନାଟକରେ ଭାଜପାର ଅପରେଶନ୍‌ ଲୋଟସ୍‌ ଶେଷ ହୋଇଛି। ଏଠାରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରର ପତନ ଘଟିଛି। ଏହାପରେ ଏବେ ଭାଜପା ମଧ୍ୟପ୍ରଦେଶ କଂଗ୍ରେସ ମେଣ୍ଟ...

ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ସୂଚକାଙ୍କ: ୨ ପାଦ ଉଠିଲା ଭାରତ

ନୂଆଦିଲ୍ଲୀ,୨୩।୧୧(ଆଇଏଏନ୍‌ଏସ୍‌): ଜଳବାୟୁ ପରିବର୍ତ୍ତନ ପ୍ରଦର୍ଶନ ସୂଚକାଙ୍କ (ସିସିପିଆଇ-୨୦୨୩)ରେ ଭାରତ ୨ ପାଦ ଉପରକୁ ଉଠି ଅଷ୍ଟମ ସ୍ଥାନରେ ରହିଛି। ଜର୍ମାନ ଓ୍ବାଚ୍‌, ନ୍ୟୁ କ୍ଲାଇମେଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌...

ବଦଳିଲା ‘ବାୟୁ’ର ଗତିପଥ: ଆଶ୍ୱସ୍ତ ହେଲେ ଦିଲ୍ଲୀବାସୀ

ନୂଆଦିଲ୍ଲୀ,୧୮।୬: ଗୋଟିଏ ପଟେ ସାମୁଦ୍ରିକ ଝଡ଼ ‘ବାୟୁ’ ତା’ର ଗତିପଥ ବଦଳାଇ ପୁଣି ଗୁଜରାଟ ମୁହାଁ ହୋଇଥିବା ବେଳେ ଅନ୍ୟପଟେ ଏହାର ପ୍ରଭାବରେ ଦେଶର କିଛି...

ଋଣ ବୋଝ ତଳେ ଚାଷୀ ପରିବାର, ପ୍ରତ୍ୟକଙ୍କ ଉପରେ ୭୪,୧୨୧ ଟଙ୍କା…

ନୂଆଦିଲ୍ଲୀ,୧୧।୯: ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ସରକାର କିଷାନ ସମ୍ମାନ ନିଧି ଯୋଜନା ମାଧ୍ୟମରେ...

Advertisement
Archives

Model This Week