Posted inଜାତୀୟ

ଏଲ୍‌ଡିଏଫ୍‌ ଆଗରେ: ୟୁଡିଏଫ୍‌ ପଛୁଆ…

ଥିରୁଭାନ୍ତପୁରମ୍‌,୨।୫: କେରଳ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଏଲ୍‌ଡିଏଫ୍‌ ୮୮ ଆସନରେ ଆଗୁଆ ରହିଛି। ସେହିପରି ଏଠାରେ ୟୁଡିଏଫ୍‌ ୫୦ ଆସନରେ ଆଗୁଆ ରହିଛି। ଭାଜପା ରାଜ୍ୟରେ ୨ଟି ବିଧାନସଭା ଆସନରେ ଆଗରେ ରହିଛି। ରାଜ୍ୟର ୧୪୦ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୭୧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri