Posted inଜାତୀୟ

ନିର୍ବାଚନ ସମୟରେ ଧାର୍ମିକସ୍ଥଳ ଯିବେନି ନେତା, କଂଗ୍ରେସ ଚିନ୍ତନ ଶିବିରରେ ପ୍ରସ୍ତାବ…

ଉଦୟପୁର, ୧୪।୫ : ରାଜସ୍ଥାନର ଉଦୟପୁରର କଂଗ୍ରେସର ତିନି ଦିନିଆ ଚିନ୍ତନ ଶିବରରେ ନିର୍ବାଚନ ସମୟରେ ଦଳୀୟ ନେତୃତ୍ୱ ମନ୍ଦିର, ମସ୍‌ଜିଦ୍‌, ଚର୍ଚ୍ଚ ଅବା ଅନ୍ୟ କୌଣସି ଧାର୍ମିକସ୍ଥଳକୁ ନ ଯିବା ଲାଗି ପ୍ରସ୍ତାବ ଆଗତ ହୋଇଛି। ଚିନ୍ତନ ଶିବିରରେ କେତେକ ନେତା ଏହାଦ୍ୱାରା ଭୋଟରଙ୍କ ପାଖକୁ ଭ୍ରମିତ କରୁଥିବା ବାର୍ତ୍ତା ଯାଉଥିବା କହିଛନ୍ତି।

ଭାଜପା ସମ୍ମୁଖରେ କଂଗ୍ରେସ ସୁଦୃଢ଼ ଧର୍ମନିରପେକ୍ଷ ଆଭିମୁଖ୍ୟ ରଖିବା ଜରୁରୀ ବୋଲି ଶିବିରରେ ଚର୍ଚ୍ଚା ହୋଇଛି। ବିଗତ ନିର୍ବାଚନ ସମୟରେ ରାହୁଲ ଗାନ୍ଧୀ ଏବେ ଦଳର ରାଷ୍ଟ୍ରୀୟ ମହାସିବି ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ବିଭିନ୍ନ ଧର୍ମସ୍ଥଳ ପରିଦର୍ଶନ କରୁଥିବାରୁ ଦେଖିବାକୁ ମିଳିଥିଲା।

ମାତ୍ର ଏହା ଦ୍ୱାରା ଦଳକୁ କୌଣସି ସୁଫଳ ମିଳି ନ ଥିବା ଶିବିରରେ ଆଲୋଚନା କରାଯାଇଛି। ଏହା ପଛରେ କଂଗ୍ରେସର ସୁଚିନ୍ତିତ ରଣନୀତି ଥିଲା।

ମାତ୍ର ଏହା ଦ୍ୱାରା କଂଗ୍ରେସର ଧର୍ମନିରପେକ୍ଷ ଭାବମୂର୍ତ୍ତି ପ୍ରଭାବିତ ହୋଇଥିବାର ନେତାମାନେ କହିଛନ୍ତି। ତେଣୁ ଆଗାମୀ ଦିନରେ ଏଭଳି ନ କରିବାକୁ ପ୍ରସ୍ତାବ ଆଗତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ପୁଇଁତୋଳାରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ, ମଇଳା ପାଣି ଜମୁଥିବାରୁ ହନ୍ତସନ୍ତ….

ଗଞ୍ଜାମ, ୨୯।୬ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ମଧ୍ୟରେ ଥିବା ବିଭିନ୍ନ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏହି ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ବରଗଡ଼,୨୯।୬(ପ୍ରେମାନନ୍ଦ ଖମାରୀ): ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ…

ବ୍ୟାଙ୍କ ଆକାଉଣ୍ଟକୁ ସିଧା ଯିବ ୫୦,୦୦୦ ପର୍ଯ୍ୟନ୍ତ ସବସିଡି ଟଙ୍କା! ଘୋଷଣା ହେଲା ସରକାରଙ୍କ ନୂଆ ଇଭି ଗାଇଡଲାଇନ୍‌

ଦିଲ୍ଲୀ ସରକାର ପ୍ରଦୂଷଣ କମାଇବା ଏବଂ ଇଲେକ୍ଟ୍ରିକ୍ ଯାନ (EV) କୁ ପ୍ରୋତ୍ସାହିତ କରିବା ପାଇଁ ନୂଆ ଇଭି ପଲିସି ୨୦୨୬-୩୦ (EV Policy 2026-30) ର…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri