ଭାରତ ବନ୍ଦରେ ଆଗୁଆ ଶୋଭାଯାତ୍ରା

ଭୋଗରାଇ, ୮।୧୨(ଡି.ଏନ୍‌.ଏ): ତିନୋଟି କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ଡାକରା ଦିଆଯାଇଥିବା ପାଞ୍ଚ ଘଣ୍ଟିଆ ଭାରତ ବନ୍ଦକୁ ସମର୍ଥନକରି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଥାନାଛକ ଠାରେ ଏସ୍‌ୟୁସିଆଇ (କମ୍ୟୁନିଷ୍ଟ )ର କୃଷକ ଓ ଛାତ୍ର ସଂଗଠନ ପକ୍ଷରୁ ଆଗୁଆ ଶୋଭାଯାତ୍ରା କରାଯାଉଛି । ଆନ୍ଦୋଳନକାରୀ ମାନେ କେନ୍ଦ୍ରସରକାରଙ୍କ କୃଷିଆଇନ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି ସହ ସରକାର ବିରୋଧୀ ସ୍ଲୋଗାନ ଦେଇ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପିକେଟିଂ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri