ରିଲିଜ୍‌ ହେବାର କିଛି ଘଣ୍ଟା ପରେ ଅନ୍‌ଲାଇନ୍‌ରେ ଲିକ୍‌

ଅଶ୍ୱିନ ସାରବନନଙ୍କ ନିର୍ଦ୍ଦେଶିତ ଫିଲ୍ମ‘ କନେକ୍ଟ’ ଡିସେମ୍ବର ୨୩ ଅର୍ଥାତ୍‌ ଶୁକ୍ରବାର ରିଲିଜ୍‌ ହୋଇଯାଇଛି। ତାମିଲ ହରର-ଥ୍ରୀଲର ଫିଲ୍ମଟି ଦର୍ଶକଙ୍କଠାରୁ ଭଲ ପ୍ରତିକ୍ରିୟା ପାଇଛି। ହେଲେ ଫିଲ୍ମ ରିଲିଜ୍‌ ହେବାର କିଛି ଘଣ୍ଟା ପରେ ଅନ୍‌ଲାଇନ୍‌ରେ ଲିକ୍‌ ହୋଇଛି। ଟୋରେଣ୍ଟ ସାଇଟ ଏବଂ ଟେଲିଗ୍ରାମ ଚ୍ୟାନେଲରେ ଏହି ଫିଲ୍ମ ଉପଲବ୍ଧ। ଫିଲ୍ମ ଲିକ୍‌ ହେତୁ କଳାକାରମାନଙ୍କର କଠିନ ପରିଶ୍ରମ ପ୍ରଭାବିତ ହେବା ସହିତ ନିର୍ମାତା ମଧ୍ୟ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି।
ଫିଲ୍ମ‘ କନେକ୍ଟ’ ହୋଉଛି ଏକ ହରର-ଥ୍ରୀଲର ଫିଲ୍ମ। ଯେଉଁଥିରେ ନୟନତାରା ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଫିଲ୍ମ ସହିତ ଅନୁପମ ଖେର ସାଉଥ୍‌ ସିନେମାରେ ଦେଖିବାକୁ ମିଳିଛି। ଏହି ଚଳଚ୍ଚିତ୍ରରେ ସତ୍ୟରାଜ, ଅନୁପମ ଖେର, ବିନୟ ରାୟ ଏବଂ ହନିୟା ନଫିସା ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶବ୍ଦ ପଛର ସତ୍ୟ

ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ…

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି…

ନିଷ୍ପ୍ରୟୋଜନ ପ୍ରୟାସ

ଅନେକ ପୁରାତନ ପୁସ୍ତକ, ପୁରାଣ ସାହିତ୍ୟ ତଥା ବହୁ ବରେଣ୍ୟ ସାଧକଙ୍କ କୃତିକୁ ସମ୍ପାଦନା, ଗବେଷଣା, ତ୍ରୁଟି ସଂଶୋଧନ, ଭ୍ରମ ଦୂରୀକରଣ ନାମରେ ନୂତନ ରୂପ ଦେଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ BCCI ଗ୍ରହଣ କଲା ବଡ଼ କାର୍ଯ୍ୟାନୁଷ୍ଠାନ!

ନୂଆଦିଲ୍ଲୀ,୩।୮: ଆସାମ ଏବଂ ରେଳବାଇର ପୂର୍ବତନ କ୍ରିକେଟର ଶୁଭଦୀପ ଘୋଷଙ୍କୁ ଭାରତୀୟ ପୁରୁଷ କ୍ରିକେଟ ଦଳର ଫିଲ୍ଡିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯିବାକୁ ସ୍ଥିର ହୋଇଛି। ଜିମ୍ବାୱେ…

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri